ଗଣନା ପୁସ୍ତକ 24:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପରମେଶ୍ୱର ତାହାକୁ ମିସରରୁ ବାହାର କରି ଆଣୁଅଛନ୍ତି; ତାହାର ବଳ ଅରଣାର ଷଣ୍ଢ ତୁଲ୍ୟ; ସେ ଆପଣା ବିପକ୍ଷ ଦେଶୀୟମାନଙ୍କୁ ଗ୍ରାସ କରିବ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କରିବ ଓ ଆପଣା ବାଣ ଦ୍ୱାରା ସେମାନଙ୍କୁ ଭେଦ କରିବ। Faic an caibideilପବିତ୍ର ବାଇବଲ (Re-edited) - (BSI)8 ପରମେଶ୍ଵର ତାହାକୁ ମିସରରୁ ବାହାର କରି ଆଣୁଅଛନ୍ତି; ତାହାର ବଳ ଅରଣାର ତୁଲ୍ୟ; ସେ ଆପଣା ବିପକ୍ଷ ଦେଶୀୟମାନଙ୍କୁ ଗ୍ରାସ କରିବ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କରିବ ଓ ଆପଣା ବାଣ ଦ୍ଵାରା ସେମାନଙ୍କୁ ଭେଦ କରିବ। Faic an caibideilଓଡିଆ ବାଇବେଲ8 ପରମେଶ୍ୱର ତାହାକୁ ମିସରରୁ ବାହାର କରି ଆଣୁଅଛନ୍ତି; ତାହାର ବଳ ଅରଣାର ଷଣ୍ଢ ତୁଲ୍ୟ; ସେ ଆପଣା ବିପକ୍ଷ ଦେଶୀୟମାନଙ୍କୁ ଗ୍ରାସ କରିବ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କରିବ ଓ ଆପଣା ବାଣ ଦ୍ୱାରା ସେମାନଙ୍କୁ ଭେଦ କରିବ। Faic an caibideilପବିତ୍ର ବାଇବଲ8 “ପରମେଶ୍ୱର ସେମାନଙ୍କୁ ମିଶରରୁ ବାହାର କରି ଆଣିଛନ୍ତି। ସେମାନେ, ଅରଣା ଗୋରୁର ଶିଙ୍ଗ ପରି ଶକ୍ତିଶାଳୀ। ସେମାନେ ସେମାନଙ୍କର ବିରୋଧୀମାନଙ୍କୁ ପରାସ୍ତ କରିବେ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ କରିବେ ଓ ଆପଣା ବାଣଦ୍ୱାରା ସେମାନଙ୍କୁ ଭେଦ କରିବେ। Faic an caibideil |