ଗଣନା ପୁସ୍ତକ 25:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷ୍ୟରେ ନିମନ୍ତ୍ରଣ କଲେ; ପୁଣି, ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ପୁଣି ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷରେ ନିମନ୍ତ୍ରଣ କଲେ; ପୁଣି ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ। Faic an caibideilଓଡିଆ ବାଇବେଲ2 ପୁଣି, ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷରେ ନିମନ୍ତ୍ରଣ କଲେ; ପୁଣି, ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ। Faic an caibideilପବିତ୍ର ବାଇବଲ2 ସେମାନଙ୍କର ଭଣ୍ତ ଦେବତାଙ୍କୁ ବଳିଦେବା ନିମନ୍ତେ ସେମାନେ ଇସ୍ରାଏଲର ଲୋକମାନଙ୍କୁ ନିମନ୍ତ୍ରଣ କରିଥିଲେ। ସେମାନେ ବଳିଦାନ ଭୋଜନ କଲେ ଓ ସେମାନଙ୍କ ଭଣ୍ତ ଦେବତାଗଣଙ୍କୁ ପୂଜା କଲେ। Faic an caibideil |
ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ତାହା ଯେବେ ତୁମ୍ଭେମାନେ ଲଙ୍ଘନ କରିବ ଓ ଯାଇ ଅନ୍ୟ ଦେବତାମାନଙ୍କର ସେବା କରିବ, ପୁଣି ସେମାନଙ୍କୁ ପ୍ରଣାମ କରିବ, ତେବେ ତୁମ୍ଭମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ଯେଉଁ ଉତ୍ତମ ଦେଶ ତୁମ୍ଭମାନଙ୍କୁ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ବିନଷ୍ଟ ହେବ।”