ଗଣନା ପୁସ୍ତକ 25:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ଇସ୍ରାଏଲ ଆପେ ବାଲ୍-ପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ୱଳିତ ହେଲା। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଆଉ ଇସ୍ରାଏଲ ଆପେ ବାଲପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ଵଳିତ ହେଲା। Faic an caibideilଓଡିଆ ବାଇବେଲ3 ଆଉ ଇସ୍ରାଏଲ ଆପେ ବାଲ୍-ପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ୱଳିତ ହେଲା। Faic an caibideilପବିତ୍ର ବାଇବଲ3 ଇସ୍ରାଏଲ ନିଜକୁ ବାଲପୟୋରଙ୍କ ସହିତ ଯୋଗ ଦେଇଥିଲେ। ଏଣୁ ସଦାପ୍ରଭୁ ଇସ୍ରାଏଲ ସହିତ ବହୁତ କ୍ରୋଧ କଲେ। Faic an caibideil |
ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।