Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 26:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆପଣା ଆପଣା ବଂଶାନୁସାରେ ଗାଦ୍‍ର ସନ୍ତାନ; ସିଫୋନଠାରୁ ସିଫୋନୀୟ ବଂଶ; ହଗିଠାରୁ ହଗୀୟ ବଂଶ; ଶୂନୀଠାରୁ ଶୂନୀୟ ବଂଶ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

15 ଆପଣା ଆପଣା ବଂଶାନୁସାରେ ଗାଦର ସନ୍ତାନ; ସିଫୋନଠାରୁ ସିଫୋନୀୟ ବଂଶ; ହଗିଠାରୁ ହଗୀୟ ବଂଶ; ଶୂନିଠାରୁ ଶୂନୀୟ ବଂଶ;

Faic an caibideil Dèan lethbhreac

ଓଡିଆ ବାଇବେଲ

15 ଆପଣା ଆପଣା ବଂଶାନୁସାରେ ଗାଦ୍‍ର ସନ୍ତାନ; ସିଫୋନଠାରୁ ସିଫୋନୀୟ ବଂଶ; ହଗିଠାରୁ ହଗୀୟ ବଂଶ; ଶୂନୀଠାରୁ ଶୂନୀୟ ବଂଶ;

Faic an caibideil Dèan lethbhreac

ପବିତ୍ର ବାଇବଲ

15 ଗାଦ୍ ପରିବାରବର୍ଗର ଏହି ସନ୍ତାନଗଣ ହେଲେ: ସିଫୋନଠାରୁ ସିଫୋନୀୟ ଗୋଷ୍ଠୀ; ହଗିଠାରୁ ହଗୀୟ ଗୋଷ୍ଠୀ; ଶୂନିଠାରୁ ଶୂନୀୟ ଗୋଷ୍ଠୀ;

Faic an caibideil Dèan lethbhreac




ଗଣନା ପୁସ୍ତକ 26:15
6 Iomraidhean Croise  

ଗାଦ୍‍ର ପୁତ୍ର ସିଫୋନ୍‍, ହଗି, ଶୂନୀ, ଇଷବୋନ୍‍, ଏରି, ଅରୋଦି ଓ ଅରେଲୀ।


ପୁଣି, ଗାଦ୍‍ର ସନ୍ତାନଗଣ ସେମାନଙ୍କ ସମ୍ମୁଖରେ ସଲଖା ପର୍ଯ୍ୟନ୍ତ ବାଶନ ଦେଶରେ ବାସ କଲେ।


ଗାଦ୍‍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;


ତହୁଁ ଗାଦ୍‍ର ବଂଶ; ରୁୟେଲର ପୁତ୍ର ଇଲୀୟାସଫ୍‍ ଗାଦ୍‍-ସନ୍ତାନଗଣର ଅଧିପତି ହେବ;


ଶିମୀୟୋନୀୟ ଏହି ସକଳ ବଂଶ ବାଇଶ ହଜାର ଦୁଇ ଶହ ଲୋକ ଥିଲେ।


ଓଷ୍ଣିଠାରୁ ଓଷ୍ଣୀୟ ବଂଶ, ଏରିଠାରୁ ଏରୀୟ ବଂଶ;


Lean sinn:

Sanasan


Sanasan