Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 26:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏମାନେ ରୁବେନ୍‍ର ବଂଶ; ପୁଣି, ଏମାନେ ଗଣାଯାʼନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ଏମାନେ ରୁବେନର ବଂଶ; ପୁଣି ଏମାନେ ଗଣାଯାʼନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ଏମାନେ ରୁବେନ୍‍ର ବଂଶ; ପୁଣି, ଏମାନେ ଗଣାଯା’ନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

7 ଏମାନେ ହେଲେ ରୁବେ‌ନ୍‌ର ପରିବାରବର୍ଗ, ଗଣନା ପରେ ଏମାନଙ୍କର ସଂଖ୍ୟା ହେଲା 43,730

Faic an caibideil Dèan lethbhreac




ଗଣନା ପୁସ୍ତକ 26:7
7 Iomraidhean Croise  

ରୁବେନ୍‍ର ପୁତ୍ର ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମି।


ରୁବେନ୍‍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ ହେଲା।


ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ।


ସେହି ମାରୀ ଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକକୁ, କହିଲେ,


ପୁଣି, ପେରସର ଏହି ସକଳ ସନ୍ତାନ ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; ହାମୂଲଠାରୁ ହାମୂଲୀୟ ବଂଶ।


ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; କର୍ମ୍ମିଠାରୁ କର୍ମିୟ ବଂଶ।


ପଲ୍ଲୁର ସନ୍ତାନ ଇଲୀୟାବ୍‍।


Lean sinn:

Sanasan


Sanasan