Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 27:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଯୋଷେଫଙ୍କ ପୁତ୍ର ମନଃଶି ବଂଶୀୟମାନଙ୍କ ମଧ୍ୟରୁ ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ଯେ ସଲଫାଦ; ତାହାର କନ୍ୟାଗଣ ନିକଟକୁ ଆସିଲେ; ତାହାର କନ୍ୟାମାନଙ୍କ ନାମ ଏହି, ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଯୋଷେଫଙ୍କ ପୁତ୍ର ମନଃଶି ବଂଶୀୟମାନଙ୍କ ମଧ୍ୟରୁ ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ଯେ ସଲଫାଦ; ତାହାର କନ୍ୟାଗଣ ନିକଟକୁ ଆସିଲେ; ତାହାର କନ୍ୟାମାନଙ୍କ ନାମ ଏହି, ମହଲା, ନୋୟା ଓ ହଗ୍ଲା ଓ ମିଲ୍‍କା ଓ ତିର୍ସା।

Faic an caibideil Dèan lethbhreac

ଓଡିଆ ବାଇବେଲ

1 ଏଥିଉତ୍ତାରେ ଯୋଷେଫଙ୍କ ପୁତ୍ର ମନଃଶି ବଂଶୀୟମାନଙ୍କ ମଧ୍ୟରୁ ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ଯେ ସଲଫାଦ; ତାହାର କନ୍ୟାଗଣ ନିକଟକୁ ଆସିଲେ; ତାହାର କନ୍ୟାମାନଙ୍କ ନାମ ଏହି, ମହଲା, ନୋୟା, ହଗ୍‍ଲା, ମିଲ୍‍କା ଓ ତିର୍ସା।

Faic an caibideil Dèan lethbhreac

ପବିତ୍ର ବାଇବଲ

1 ଯୋଷେଫଙ୍କ ପୁତ୍ର ମନଃଶି, ମନଃଶିଙ୍କର ପୁତ୍ର ମାଖୀର, ମାଖୀରର ପ୍ରପୌତ୍ର ଗିଲିୟଦ, ଗିଲିୟଦର ପୌତ୍ର ହେଫର ଓ ହେଫରର ପୁତ୍ର ସଲଫାଦ। ଏହି ସଲଫାଦର ପାଞ୍ଚୋଟି କନ୍ୟା ଥିଲେ। ସେମାନେ ହେଲେ ମହଲା, ନୋୟା, ହ‌‌ଗ୍‌‌ଲା, ମି‌ଲ୍‌କା ଓ ତର୍ସା।

Faic an caibideil Dèan lethbhreac




ଗଣନା ପୁସ୍ତକ 27:1
6 Iomraidhean Croise  

ଏହି ମାଖୀର ହୁପ୍ପୀମ୍‍ ଓ ଶୁପ୍ପୀମ୍‍ ସମ୍ବନ୍ଧୀୟା ଏକ ସ୍ତ୍ରୀକୁ ବିବାହ କଲା, ସେମାନଙ୍କ ଭଗିନୀର ନାମ ମାଖା ଥିଲା; ଆଉ ଦ୍ୱିତୀୟର ନାମ ସଲ୍‍ଫାଦ୍‍ ଓ ସଲଫାଦର କନ୍ୟାମାନେ ଥିଲେ।


ସେହି ହେଫରର ପୁତ୍ର ଯେ ସଲଫାଦ, ତାହାର ପୁତ୍ର ନ ଥିଲା, କେବଳ କନ୍ୟା ଥିଲା; ସେହି ସଲଫାଦର କନ୍ୟାମାନଙ୍କ ନାମ ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା।


ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି, ଅଧିପତିଗଣ ଓ ସମସ୍ତ ମଣ୍ଡଳୀର ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ,


ଯିହୁଦୀ କି ଗ୍ରୀକ୍‍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ।


Lean sinn:

Sanasan


Sanasan