ଗଣନା ପୁସ୍ତକ 27:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆମ୍ଭମାନଙ୍କ ପିତାଙ୍କର ପୁତ୍ର ନ ଥିବା ସକାଶୁ କାହିଁକି ତାଙ୍କର ନାମ ତାଙ୍କ ବଂଶରୁ ଲୋପ ପାଇବ? ଆମ୍ଭମାନଙ୍କ ପିତୃବଂଶୀୟ ଭାଇମାନଙ୍କ ମଧ୍ୟରେ ଆମ୍ଭମାନଙ୍କୁ ଅଧିକାର ଦିଅ।” Faic an caibideilପବିତ୍ର ବାଇବଲ (Re-edited) - (BSI)4 ଆମ୍ଭମାନଙ୍କ ପିତାଙ୍କର ପୁତ୍ର ନ ଥିବା ସକାଶୁ କି ହେତୁ ତାଙ୍କର ନାମ ତାଙ୍କ ବଂଶରୁ ଲୋପ ପାଇବ? ଆମ୍ଭମାନଙ୍କ ପିତୃବଂଶୀୟ ଭାଇମାନଙ୍କ ମଧ୍ୟରେ ଆମ୍ଭମାନଙ୍କୁ ଅଧିକାର ଦିଅ। Faic an caibideilଓଡିଆ ବାଇବେଲ4 ଆମ୍ଭମାନଙ୍କ ପିତାଙ୍କର ପୁତ୍ର ନ ଥିବା ସକାଶୁ କାହିଁକି ତାଙ୍କର ନାମ ତାଙ୍କ ବଂଶରୁ ଲୋପ ପାଇବ ? ଆମ୍ଭମାନଙ୍କ ପିତୃବଂଶୀୟ ଭାଇମାନଙ୍କ ମଧ୍ୟରେ ଆମ୍ଭମାନଙ୍କୁ ଅଧିକାର ଦିଅ।” Faic an caibideilପବିତ୍ର ବାଇବଲ4 ଆମ୍ଭମାନଙ୍କ ପିତାଙ୍କର ନାମ ଲୋପ ପାଇଯିବ, ଯେହେତୁ ତାଙ୍କର କୌଣସି ପୁତ୍ର ନ ଥିଲେ। ତେଣୁ ଆମ୍ଭ ପିତୃବଂଶୀୟ ଭାଇମାନଙ୍କ ସହିତ ଆମ୍ଭମାନଙ୍କୁ ଭୂମି ଦିଅ।” Faic an caibideil |