Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 27:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଯଦି ତାହାର କନ୍ୟା ନ ଥାଏ, ଯଦି ତାହାର ଅଧିକାର ତାହାର ଭାଇମାନଙ୍କୁ ଦେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଯେବେ ତାହାର କନ୍ୟା ନ ଥାଏ, ତେବେ ତାହାର ଅଧିକାର ତାହାର ଭାଇମାନଙ୍କୁ ଦେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଯଦି ତାହାର କନ୍ୟା ନ ଥାଏ, ଯଦି ତାହାର ଅଧିକାର ତାହାର ଭାଇମାନଙ୍କୁ ଦେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

9 ଯଦି ତାହାର କନ୍ୟା ବା ପୁତ୍ର ନ ଥାଏ ତେବେ ତାହାର ଅଧିକାର ତାହାର ଭାଇମାନଙ୍କୁ ଦେବ।

Faic an caibideil Dèan lethbhreac




ଗଣନା ପୁସ୍ତକ 27:9
2 Iomraidhean Croise  

ପୁଣି, ଯଦି ତାହାର ଭାଇ ନ ଥାଏ, ଯଦି ତାହାର ପିତୃବ୍ୟମାନଙ୍କୁ ତାହାର ଅଧିକାର ଦେବ।


ଆଉ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ‘କୌଣସି ମନୁଷ୍ୟ ମଲେ ଯଦି ତାହାର ପୁତ୍ର ନ ଥାଏ, ତେବେ ତୁମ୍ଭେମାନେ ତାହାର ଅଧିକାର ତାହାର କନ୍ୟାକୁ ସମର୍ପଣ କରିବ।


Lean sinn:

Sanasan


Sanasan