ଗଣନା ପୁସ୍ତକ 28:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, Faic an caibideilପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, Faic an caibideilଓଡିଆ ବାଇବେଲ1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, Faic an caibideilପବିତ୍ର ବାଇବଲ1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, Faic an caibideil |
ଦେଖନ୍ତୁ, ମୁଁ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ନାମ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହାଙ୍କ ସମ୍ମୁଖରେ ସୁଗନ୍ଧି ଧୂପ ଜ୍ୱଳାଇବା ପାଇଁ ଓ ନିତ୍ୟ ଦର୍ଶନୀୟ ରୁଟି ପାଇଁ, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ, ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିରୂପିତ ପର୍ବସବୁରେ ହୋମବଳି ନିମନ୍ତେ ତାହା ମୁଁ ପ୍ରତିଷ୍ଠା କରିବି। ଏହା ଇସ୍ରାଏଲ ପ୍ରତି ନିତ୍ୟ ଏକ ବିଧି ଅଟେ।