Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 28:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ହେବ; ତହିଁରେ ସେହି ହୋମବଳି ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

13 ପୁଣି ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଐଫାର ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ହେବ; ତହିଁରେ ସେହି ହୋମବଳି ତୁଷ୍ଟିଜନକ ଆଘ୍ରାଣର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

13 ପୁଣି, ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ହେବ; ତହିଁରେ ସେହି ହୋମବଳି ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

13 ପୁଣି ପ୍ରତ୍ୟେକ ମେଷଶାବକ ନିମନ୍ତେ ଏକ ଐଫାର ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଦେବ। ତହିଁରେ ସଦାପ୍ରଭୁଙ୍କୁ ତାହା ଏକ ସୁବାସିତ ଉପହାର ରୂପେ ଉତ୍ସର୍ଗ କରିବ।

Faic an caibideil Dèan lethbhreac




ଗଣନା ପୁସ୍ତକ 28:13
4 Iomraidhean Croise  

ପୁଣି, ପ୍ରଥମ ମେଷଶାବକ ସହିତ ହିନ୍‍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ-ନୈବେଦ୍ୟ ନିମନ୍ତେ ହିନ୍‍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ।


ଅଥବା ଏକ ମେଷ ନିମନ୍ତେ, ତୁମ୍ଭେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ହିନର ତୃତୀୟାଂଶ ତୈଳରେ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ନୈବେଦ୍ୟ ପ୍ରସ୍ତୁତ କରିବ,


ପୁଣି, ଏକ ଗୋବତ୍ସ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ;


ଆଉ ଏକ ଗୋବତ୍ସ ନିମନ୍ତେ ଏକ ହିନର ଅର୍ଦ୍ଧେକ, ଏକ ମେଷ ନିମନ୍ତେ ଏକ ହିନର ତୃତୀୟାଂଶ ଓ ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ପେୟ-ନୈବେଦ୍ୟ ହେବ; ଏହିସବୁ ନୈବେଦ୍ୟ ବର୍ଷର ପ୍ରତି ମାସର ପ୍ରଥମ ଦିନରେ ଅଣାଯିବ ପୁଣି, ତାହସବୁ ସମ୍ପୂର୍ଣ୍ଣ ହୋମ ହେବ।


Lean sinn:

Sanasan


Sanasan