Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 28:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେଷା ତୈଳ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦା ଦେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏକ ହିନ୍ର ଚତୁର୍ଥାଂଶ ପେଷା ତୈଳମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦା ଦେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ପୁଣି, ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେଷା ତୈଳ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦା ଦେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ଶସ୍ୟ ନୈବେଦ୍ୟ ନିମନ୍ତେ ଏକ ଅର୍ଦ୍ଧହିନର ପେଷା ତୈଳମିଶ୍ରିତ ଅର୍ଦ୍ଧହିନର ସରୁ ମଇଦା ଦେବ।”

Faic an caibideil Dèan lethbhreac




ଗଣନା ପୁସ୍ତକ 28:5
8 Iomraidhean Croise  

ଏକ ଓମର ଐଫାର ଦଶମାଂଶ।


ଆଉ, ତହିଁ ସଙ୍ଗେ ତୁମ୍ଭେ ପ୍ରତି ପ୍ରଭାତ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଷଷ୍ଠାଂଶ ଓ ସରୁ ମଇଦାକୁ ତିନ୍ତାଇବା ପାଇଁ ଏକ ହିନ୍‍ର ତୃତୀୟାଂଶ ତୈଳ ଉତ୍ସର୍ଗ କରିବ; ଏହା ନିତ୍ୟସ୍ଥାୟୀ ବିଧି ଅନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଚିରକାଳୀନ ଭକ୍ଷ୍ୟ ନୈବେଦ୍ୟ ଅଟେ।


ଆଉ, କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଆଣିଲେ, ସରୁ ମଇଦା ତାହାର ନୈବେଦ୍ୟ ହେବ; ପୁଣି ସେ ତହିଁ ଉପରେ ତୈଳ ଢାଳି କୁନ୍ଦୁରୁ ଦେବ;


ପ୍ରାତଃକାଳରେ ଏକ ମେଷବତ୍ସ ଉତ୍ସର୍ଗ କରିବ ଓ ସନ୍ଧ୍ୟାକାଳରେ ଏକ ମେଷବତ୍ସ ଉତ୍ସର୍ଗ କରିବ।


ଏହା ନିତ୍ୟ ହୋମବଳି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଏହା ସୀନୟ ପର୍ବତରେ ନିରୂପିତ ହୋଇଥିଲା।


ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଶହେ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ; ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟାର୍ଥେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;


Lean sinn:

Sanasan


Sanasan