ଗଣନା ପୁସ୍ତକ 28:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେୟ-ନୈବେଦ୍ୟ ହେବ। ତୁମ୍ଭେ ପବିତ୍ର ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ରୂପେ ମଦ୍ୟ ଢାଳିବ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ପୁଣି ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନ୍ର ଚତୁର୍ଥାଂଶ ପେୟ-ନୈବେଦ୍ୟ ହେବ। ତୁମ୍ଭେ ପବିତ୍ର ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ରୂପେ ମଦ୍ୟ ଢାଳିବ। Faic an caibideilଓଡିଆ ବାଇବେଲ7 ପୁଣି, ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେୟ-ନୈବେଦ୍ୟ ହେବ। ତୁମ୍ଭେ ପବିତ୍ର ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ରୂପେ ମଦ୍ୟ ଢାଳିବ। Faic an caibideilପବିତ୍ର ବାଇବଲ7 “ପୁଣି ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେୟନୈବେଦ୍ୟ ଦେବ। ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ପେୟନୈବେଦ୍ୟରୂପେ ଦ୍ରାକ୍ଷାରସ ଢାଳିବ। Faic an caibideil |