ଗଣନା ପୁସ୍ତକ 28:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବ; ଯେପରି ପ୍ରାତଃକାଳର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ, ସେପରି ତୁମ୍ଭେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପେ ଉତ୍ସର୍ଗ କରିବ। Faic an caibideilପବିତ୍ର ବାଇବଲ (Re-edited) - (BSI)8 ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବ; ଯେପରି ପ୍ରାତଃକାଳର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ, ସେପରି ତୁମ୍ଭେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପେ ଉତ୍ସର୍ଗ କରିବ। Faic an caibideilଓଡିଆ ବାଇବେଲ8 ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବ; ଯେପରି ପ୍ରାତଃକାଳର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ, ସେପରି ତୁମ୍ଭେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପେ ଉତ୍ସର୍ଗ କରିବ। Faic an caibideilପବିତ୍ର ବାଇବଲ8 ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାବେଳେ ଉତ୍ସର୍ଗ କରିବ। ଯେପରି ପ୍ରାତଃକାଳରେ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ଉତ୍ସର୍ଗ କରିବ, ସେହିପରି ତୁମ୍ଭେ ସଦାପ୍ରଭୁଙ୍କୁ ଏକ ସୁବାସିତ ଉପହାର ରୂପେ ଉତ୍ସର୍ଗ କରିବ। Faic an caibideil |