ଗଣନା ପୁସ୍ତକ 28:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ ବିଶ୍ରାମବାରରେ ଏକ ବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ ଓ ତୈଳ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ। Faic an caibideilପବିତ୍ର ବାଇବଲ (Re-edited) - (BSI)9 ଆଉ ବିଶ୍ରାମଦିନରେ ଏକବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ ଓ ତୈଳମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ; Faic an caibideilଓଡିଆ ବାଇବେଲ9 ଆଉ ବିଶ୍ରାମଦିନରେ ଏକବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ ଓ ତୈଳ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ। Faic an caibideilପବିତ୍ର ବାଇବଲ9 “ଆଉ ବିଶ୍ରାମ ଦିନରେ, ଏକ ବର୍ଷୀୟ ଦୁଇଟି ନିଖୁଣ ମେଷବତ୍ସ ଓ ତୈଳମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଶସ୍ୟ ନୈବେଦ୍ୟ ଓ ତହିଁର ପେୟନୈବେଦ୍ୟ ଉତ୍ସର୍ଗ କରିବ। Faic an caibideil |
ଦେଖନ୍ତୁ, ମୁଁ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ନାମ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହାଙ୍କ ସମ୍ମୁଖରେ ସୁଗନ୍ଧି ଧୂପ ଜ୍ୱଳାଇବା ପାଇଁ ଓ ନିତ୍ୟ ଦର୍ଶନୀୟ ରୁଟି ପାଇଁ, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ, ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିରୂପିତ ପର୍ବସବୁରେ ହୋମବଳି ନିମନ୍ତେ ତାହା ମୁଁ ପ୍ରତିଷ୍ଠା କରିବି। ଏହା ଇସ୍ରାଏଲ ପ୍ରତି ନିତ୍ୟ ଏକ ବିଧି ଅଟେ।