Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 29:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଓ ସାତ ମେଷବତ୍ସର ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଉତ୍ସର୍ଗ କରିବ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ଓ ସାତ ମେଷବତ୍ସର ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଉତ୍ସର୍ଗ କରିବ;

Faic an caibideil Dèan lethbhreac

ଓଡିଆ ବାଇବେଲ

4 ଓ ସାତ ମେଷବତ୍ସର ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଉତ୍ସର୍ଗ କରିବ;

Faic an caibideil Dèan lethbhreac

ପବିତ୍ର ବାଇବଲ

4 ଓ ସାତୋଟି ମେଷଶାବକ ମଧ୍ୟରୁ ପ୍ରତି ମେଷଶାବକ ନିମନ୍ତେ ଅର୍ଦ୍ଧହିନ ତୈଳମିଶ୍ରିତ ସରୁମଇଦା ଉତ୍ସର୍ଗ କରିବ।

Faic an caibideil Dèan lethbhreac




ଗଣନା ପୁସ୍ତକ 29:4
2 Iomraidhean Croise  

ଆଉ ତହିଁର ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ


ପୁଣି, ଆପଣାମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରିବ।


Lean sinn:

Sanasan


Sanasan