ଗଣନା ପୁସ୍ତକ 29:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ହୋମବଳି ରୂପେ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ତୁମ୍ଭ ପ୍ରତି ଏମାନେ ନିଖୁନ୍ତ ହେବେ; Faic an caibideilପବିତ୍ର ବାଇବଲ (Re-edited) - (BSI)8 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ହୋମବଳି ରୂପେ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ତୁମ୍ଭ ପ୍ରତି ଏମାନେ ନିଖୁନ୍ତ ହେବେ; Faic an caibideilଓଡିଆ ବାଇବେଲ8 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ହୋମବଳି ରୂପେ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ତୁମ୍ଭ ପ୍ରତି ଏମାନେ ନିଖୁନ୍ତ ହେବେ; Faic an caibideilପବିତ୍ର ବାଇବଲ8 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କୁ ସୁବାସିତ ଉପହାର ରୂପେ ଏକ ଷଣ୍ଢ, ଏକ ଅଣ୍ତିରା ମେଷ ଓ ଏକବର୍ଷୀୟ ସାତୋଟି ମେଷଶାବକ ଉତ୍ସର୍ଗ କରିବ। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବ। Faic an caibideil |