ଗଣନା ପୁସ୍ତକ 3:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ପୁଣି, ସିନ୍ଦୁକ, ମେଜ, ଦୀପବୃକ୍ଷ, ଯଜ୍ଞବେଦି, ପବିତ୍ର ସ୍ଥାନର ସେବା ସମ୍ବନ୍ଧୀୟ ସକଳ ପାତ୍ର, ପରଦା ଓ ତତ୍ସମ୍ବନ୍ଧୀୟ ସମସ୍ତ ସେବାକାର୍ଯ୍ୟ ସେମାନଙ୍କର ରକ୍ଷଣୀୟ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)31 ପୁଣି ସିନ୍ଦୁକ ଓ ମେଜ ଓ ଦୀପବୃକ୍ଷ ଓ ଯଜ୍ଞବେଦି ଓ ପବିତ୍ର ସ୍ଥାନର ସେବା ସମ୍ଵନ୍ଧୀୟ ସକଳ ପାତ୍ର ଓ ପରଦା ଓ ତତ୍ସମ୍ଵନ୍ଧୀୟ ସମସ୍ତ ସେବାକାର୍ଯ୍ୟ ସେମାନଙ୍କର ରକ୍ଷଣୀୟ ହେବ। Faic an caibideilଓଡିଆ ବାଇବେଲ31 ପୁଣି, ସିନ୍ଦୁକ, ମେଜ, ଦୀପବୃକ୍ଷ, ଯଜ୍ଞବେଦି, ପବିତ୍ର ସ୍ଥାନର ସେବା ସମ୍ବନ୍ଧୀୟ ସକଳ ପାତ୍ର, ପରଦା ଓ ତତ୍ସମ୍ବନ୍ଧୀୟ ସମସ୍ତ ସେବାକାର୍ଯ୍ୟ ସେମାନଙ୍କର ରକ୍ଷଣୀୟ ହେବ। Faic an caibideilପବିତ୍ର ବାଇବଲ31 ପବିତ୍ର ସିନ୍ଦୂକ, ମେଜ, ଦୀପରୁଖା, ଯଜ୍ଞବେଦି, ପବିତ୍ର ସ୍ଥାନର ସେବା ସମ୍ବନ୍ଧୀୟ ସକଳପାତ୍ର, ଏବଂ ପରଦା ସେମାନଙ୍କର ଦାୟିତ୍ୱରେ ରହିବ। Faic an caibideil |