Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 3:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଆଉ ମରାରିଠାରୁ ମହଲୀୟ ବଂଶ ଓ ମୂଶୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ ମରାରୀୟ ବଂଶ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

33 ଆଉ ମରାରିଠାରୁ ମହଲୀୟ ବଂଶ ଓ ମୂଶୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ ମରାରୀୟ ବଂଶ।

Faic an caibideil Dèan lethbhreac

ଓଡିଆ ବାଇବେଲ

33 ଆଉ ମରାରିଠାରୁ ମହଲୀୟ ବଂଶ ଓ ମୂଶୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ ମରାରୀୟ ବଂଶ।

Faic an caibideil Dèan lethbhreac

ପବିତ୍ର ବାଇବଲ

33 ମହଲୀୟ ପରିବାରବର୍ଗ ଏବଂ ମୂଶୀୟ ପରିବାରବର୍ଗ ମରାରୀୟଠାରୁ ଉତ୍ପନ୍ନ ହେଲେ। ଏମାନେ ମରାରୀୟ ପରିବାର ଅନ୍ତର୍ଭୁକ୍ତ।

Faic an caibideil Dèan lethbhreac




ଗଣନା ପୁସ୍ତକ 3:33
7 Iomraidhean Croise  

ମରାରିର ପୁତ୍ର ମହଲି ଓ ମୂଶି; ମହଲିର ପୁତ୍ର ଇଲୀୟାସର ଓ କୀଶ୍‍;


ମରାରିର ପୁତ୍ର ମହଲି ଓ ମୂଶି; ଆଉ ଆପଣା ଆପଣା ପିତୃବଂଶାନୁସାରେ ଏସମସ୍ତେ ଲେବୀୟ ଗୋଷ୍ଠୀ।


ଲେବୀୟ ବଂଶ ଏହି; ଲିବ୍‍ନୀୟ ବଂଶ, ହିବ୍ରୋଣୀୟ ବଂଶ, ମହଲୀୟ ବଂଶ, ମୂଶୀୟ ବଂଶ, କୋରହୀ ବଂଶ।


ପୁଣି, ଆପଣା ଆପଣା ବଂଶାନୁସାରେ ମରାରିର ସନ୍ତାନମାନଙ୍କ ନାମ ମହଲି ଓ ମୂଶି; ଏମାନେ ଆପଣା ଆପଣା ପିତୃଗୃହାନୁସାରେ ଲେବୀୟମାନଙ୍କ ବଂଶ।


ପୁଣି, ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ୱାବଧାନ କରିବ।


ପୁଣି, ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଛଅ ହଜାର ଦୁଇ ଶହ ଲୋକ ହେଲେ।


ଏଉତ୍ତାରେ ତୁମ୍ଭେ ମରାରି-ସନ୍ତାନଗଣର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କୁ ଗଣନା କରିବ।


Lean sinn:

Sanasan


Sanasan