ଗଣନା ପୁସ୍ତକ 3:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆଉ ଆବାସର ପଟା, ଅର୍ଗଳ, ସ୍ତମ୍ଭ, ଚୁଙ୍ଗୀ, ତହିଁର ସମସ୍ତ ଦ୍ରବ୍ୟ ଓ ତତ୍ସମ୍ବନ୍ଧୀୟ ସେବାକାର୍ଯ୍ୟ, Faic an caibideilପବିତ୍ର ବାଇବଲ (Re-edited) - (BSI)36 ଆଉ ଆବାସର ପଟା ଓ ଅର୍ଗଳ ଓ ସ୍ତମ୍ଭ ଓ ଚୁଙ୍ଗୀ ଓ ତହିଁର ସମସ୍ତ ଦ୍ରବ୍ୟ ଓ ତତ୍ସମ୍ଵନ୍ଧୀୟ ସେବାକାର୍ଯ୍ୟ Faic an caibideilଓଡିଆ ବାଇବେଲ36 ଆଉ ଆବାସର ପଟା, ଅର୍ଗଳ, ସ୍ତମ୍ଭ, ଚୁଙ୍ଗୀ, ତହିଁର ସମସ୍ତ ଦ୍ରବ୍ୟ ଓ ତତ୍ସମ୍ବନ୍ଧୀୟ ସେବାକାର୍ଯ୍ୟ, Faic an caibideilପବିତ୍ର ବାଇବଲ36 ମରାରି ପରିବାରର ସଭ୍ୟମାନେ କାଠପଟାଗୁଡ଼ିକ, ଅର୍ଗଳଗୁଡ଼ିକ, ସ୍ତମ୍ଭସମସ୍ତ, ଭିତ୍ତିସମସ୍ତ ଏବଂ ଅନ୍ୟସମସ୍ତ ସାମଗ୍ରୀ ଏବଂ ଏହି ସମ୍ବନ୍ଧୀୟ କାର୍ଯ୍ୟର ଦାୟିତ୍ୱ ବହନ କରିବେ। Faic an caibideil |