Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 30:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ମୋଶା ଇସ୍ରାଏଲ ସନ୍ତାନମାନଙ୍କ ବଂଶର ପ୍ରଧାନବର୍ଗଙ୍କୁ କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ମୋଶା ଇସ୍ରାଏଲ-ସନ୍ତାନମାନଙ୍କ ବଂଶର ପ୍ରଧାନବର୍ଗଙ୍କୁ କହିଲେ, ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

1 ଏଥିଉତ୍ତାରେ ମୋଶା ଇସ୍ରାଏଲ ସନ୍ତାନମାନଙ୍କ ବଂଶର ପ୍ରଧାନବର୍ଗଙ୍କୁ କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

1 ଅନନ୍ତର ମୋଶା ଇସ୍ରାଏଲ ପରିବାର ବର୍ଗଗୁଡ଼ିକରେ ପ୍ରଧାନବର୍ଗଙ୍କୁ କହିଲେ, ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।

Faic an caibideil Dèan lethbhreac




ଗଣନା ପୁସ୍ତକ 30:1
8 Iomraidhean Croise  

ପୁଣି, ମୋଶା ସମଗ୍ର ଇସ୍ରାଏଲ ମଧ୍ୟରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ, ଅର୍ଥାତ୍‍, ସହସ୍ରପତି, ଶତପତି, ପଚାଶପତି ଓ ଦଶପତି ରୂପେ ନିଯୁକ୍ତ କଲେ।


ସେତେବେଳେ ମୋଶା ସଦାପ୍ରଭୁଙ୍କ ପ୍ରେରିତ ସମସ୍ତ ବାକ୍ୟ ଓ ତାହାଙ୍କ ଆଜ୍ଞାର୍ପିତ ସମସ୍ତ ଚିହ୍ନ ହାରୋଣଙ୍କୁ ଜଣାଇଲେ।


ସଦାପ୍ରଭୁ ମୋଶାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଲେ, ମୋଶା ସେହି ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କୁ କହିଲେ।


ସେହି ଦିନ ଇସ୍ରାଏଲର ଅଧିପତିଗଣ, ସେମାନଙ୍କ ପିତୃଗୃହର ପ୍ରଧାନଗଣ ନୈବେଦ୍ୟ ଦାନ କଲେ; ଏମାନେ ବଂଶସମୂହର ଅଧିପତି ଥିଲେ ଓ ଗଣିତ ଲୋକମାନଙ୍କ ଉପରେ ନିଯୁକ୍ତ ଥିଲେ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନତ ମନାସିଲେ, ତାହା ଦେବାକୁ ବିଳମ୍ବ କରିବ ନାହିଁ; କାରଣ ତାହା ତୁମ୍ଭର ପାପ ହେବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ।


Lean sinn:

Sanasan


Sanasan