Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 30:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ ସେ ଯଦି ସ୍ୱାମୀର ଗୃହରେ ମାନତ କରିଥାଏ, ଅବା ଶପଥପୂର୍ବକ ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିଥାଏ,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ଆଉ ସେ ଯେବେ ସ୍ଵାମୀର ଗୃହରେ ମାନତ କରିଥାଏ, ଅବା ଶପଥପୂର୍ବକ ବ୍ରତ ଦ୍ଵାରା ଆପଣା ପ୍ରାଣକୁ ଆବଦ୍ଧ କରିଥାଏ,

Faic an caibideil Dèan lethbhreac

ଓଡିଆ ବାଇବେଲ

10 ଆଉ ସେ ଯଦି ସ୍ୱାମୀର ଗୃହରେ ମାନତ କରିଥାଏ, ଅବା ଶପଥପୂର୍ବକ ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିଥାଏ,

Faic an caibideil Dèan lethbhreac

ପବିତ୍ର ବାଇବଲ

10 “କିନ୍ତୁ ଜଣେ ବିବାହିତ ସ୍ତ୍ରୀ ହୁଏତ ପ୍ରତିଜ୍ଞା କରିପାରେ କିମ୍ବା କିଛି ଶପଥରେ ନିଜକୁ ବାନ୍ଧି ପାରେ।

Faic an caibideil Dèan lethbhreac




ଗଣନା ପୁସ୍ତକ 30:10
4 Iomraidhean Croise  

ପୁଣି, ତାହାର ସ୍ୱାମୀ ତାହା ଶୁଣି ତାହା ପ୍ରତି ତୁନି ହୋଇ ରହେ ଓ ତାହାକୁ ନିଷେଧ ନ କରେ, ତେବେ ତାହାର ସମସ୍ତ ମାନତ ସ୍ଥିର ହେବ; ପୁଣି, ସେ ଯେଉଁସବୁ ପ୍ରତିଜ୍ଞା ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାସବୁ ସ୍ଥିର ହେବ।


କୌଣସି ପୁରୁଷ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ।


ମାତ୍ର ବିଧବା କିମ୍ବା ସ୍ୱାମୀତ୍ୟକ୍ତା ସ୍ତ୍ରୀର ମାନତ ଓ ଯେକୌଣସି ବିଷୟରେ ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି; ସେହି ସବୁ ତାହା ନିମନ୍ତେ ସ୍ଥିର ହେବ।


ତହୁଁ ତାହାର ସ୍ୱାମୀ ଇଲ୍‍କାନା ତାହାକୁ କହିଲା, “ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ।” ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା।


Lean sinn:

Sanasan


Sanasan