ଗଣନା ପୁସ୍ତକ 30:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମଧ୍ୟ କୌଣସି ସ୍ତ୍ରୀ ଯଦି ଯୌବନାବସ୍ଥାରେ ଆପଣା ପିତୃଗୃହରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ ଓ ବ୍ରତ ଦ୍ୱାରା ଆପଣାକୁ ଆବଦ୍ଧ କରେ, Faic an caibideilପବିତ୍ର ବାଇବଲ (Re-edited) - (BSI)3 ମଧ୍ୟ କୌଣସି ସ୍ତ୍ରୀ ଯେବେ ଯୌବନାବସ୍ଥାରେ ଆପଣା ପିତୃଗୃହରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ ଓ ବ୍ରତ ଦ୍ଵାରା ଆପଣାକୁ ଆବଦ୍ଧ କରେ, Faic an caibideilଓଡିଆ ବାଇବେଲ3 ମଧ୍ୟ କୌଣସି ସ୍ତ୍ରୀ ଯଦି ଯୌବନାବସ୍ଥାରେ ଆପଣା ପିତୃଗୃହରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ ଓ ବ୍ରତ ଦ୍ୱାରା ଆପଣାକୁ ଆବଦ୍ଧ କରେ, Faic an caibideilପବିତ୍ର ବାଇବଲ3 “ଆଉ ମଧ୍ୟ କୌଣସି ଯୁବତୀ ନିଜ ପିତୃଗୃହରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଦି ପ୍ରତିଜ୍ଞା କରେ ଓ ବ୍ରତଦ୍ୱାରା ନିଜକୁ ଆବଦ୍ଧ କରେ, Faic an caibideil |