ଗଣନା ପୁସ୍ତକ 30:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ତାହାର ପିତା ଯଦି ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ପ୍ରତିଜ୍ଞାର କଥା ଶୁଣି ତାହାକୁ କିଛି ନ କହେ, ଯଦି ତାହାର ସକଳ ମାନତ ସ୍ଥିର ହେବ; ପୁଣି, ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ସେହି ବ୍ରତ ସ୍ଥିର ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ପୁଣି ତାହାର ପିତା ଯେବେ ତାହାର ମାନତ ଓ ଯଦ୍ଦ୍ଵାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତର କଥା ଶୁଣି ତାହାକୁ କିଛି ନ କହେ, ତେବେ ତାହାର ସକଳ ମାନତ ସ୍ଥିର ହେବ; ପୁଣି ଯଦ୍ଦ୍ଵାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ସେହି ବ୍ରତ ସ୍ଥିର ହେବ। Faic an caibideilଓଡିଆ ବାଇବେଲ4 ପୁଣି, ତାହାର ପିତା ଯଦି ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ପ୍ରତିଜ୍ଞାର କଥା ଶୁଣି ତାହାକୁ କିଛି ନ କହେ, ଯଦି ତାହାର ସକଳ ମାନତ ସ୍ଥିର ହେବ; ପୁଣି, ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ସେହି ବ୍ରତ ସ୍ଥିର ହେବ। Faic an caibideilପବିତ୍ର ବାଇବଲ4 ଯଦି ତା'ର ପିତା, ସେ ପ୍ରତିଜ୍ଞା କରିଥିବା ବିରୋଧ ନ କରେ ତେବେ, ତା'ର ସବୁ ଶପଥ ଓ ପ୍ରତିଜ୍ଞା କରିଥିବା ଏହା ପାଳନ କରାଯିବ। Faic an caibideil |