Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 31:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତୁମ୍ଭେମାନେ ଇସ୍ରାଏଲ ବଂଶର ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ ଯୁଦ୍ଧକୁ ପଠାଇବ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ତୁମ୍ଭେମାନେ ଇସ୍ରାଏଲ-ବଂଶର ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ ଯୁଦ୍ଧକୁ ପଠାଇବ।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ତୁମ୍ଭେମାନେ ଇସ୍ରାଏଲ-ବଂଶର ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ ଯୁଦ୍ଧକୁ ପଠାଇବ।”

Faic an caibideil Dèan lethbhreac

ପବିତ୍ର ବାଇବଲ

4 ତୁମ୍ଭେମାନେ ଇସ୍ରାଏଲର ପ୍ରତ୍ୟେକ ବଂଶରୁ ଏକ ସହସ୍ର ଲୋକ ଯୁଦ୍ଧ ପାଇଁ ସଂଗ୍ରହ କର।

Faic an caibideil Dèan lethbhreac




ଗଣନା ପୁସ୍ତକ 31:4
5 Iomraidhean Croise  

ପୁଣି ତୁମ୍ଭମାନଙ୍କର ପାଞ୍ଚ ଜଣ ଶହେ ଜଣଙ୍କୁ ଘଉଡ଼ାଇ ଦେବ ଓ ତୁମ୍ଭମାନଙ୍କର ଶହେ ଜଣ ଦଶ ସହସ୍ର ଜଣଙ୍କୁ ଘଉଡ଼ାଇ ଦେବ; ଆଉ ତୁମ୍ଭମାନଙ୍କର ଶତ୍ରୁଗଣ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ।


ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯୁଦ୍ଧ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ପ୍ରସ୍ତୁତ କର; ସେମାନେ ମିଦୀୟନୀୟମାନଙ୍କ ଉପରେ ସଦାପ୍ରଭୁଙ୍କ ଦଣ୍ଡାଜ୍ଞା ସଫଳ କରିବା ନିମନ୍ତେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯିବେ।


ତହୁଁ ସହସ୍ର ସହସ୍ର ଇସ୍ରାଏଲ ମଧ୍ୟରେ ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ, ଏହିରୂପେ ବାର ସହସ୍ର ଲୋକ ଯୁଦ୍ଧ ପାଇଁ ସଜ୍ଜିତ ହେଲେ।


ଏଥିଉତ୍ତାରେ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, “ତୁମ୍ଭ ସଙ୍ଗୀ ଲୋକମାନେ ଏତେ ଅଧିକ ଯେ, ଆମ୍ଭେ ମିଦୀୟନୀୟମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କରି ନ ପାରୁ; କଲେ, ଆମ୍ଭ ନିଜ ହସ୍ତ ଆମ୍ଭକୁ ଉଦ୍ଧାର କରିଅଛି, ଏହା କହି ଇସ୍ରାଏଲ ଅବା ଆମ୍ଭ ବିରୁଦ୍ଧରେ ଦର୍ପ କରିବ।


ପୁଣି, ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, “ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀ-ଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ୱାରା ହେଉ କି ଅଳ୍ପ ଦ୍ୱାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ।”


Lean sinn:

Sanasan


Sanasan