Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 31:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ ଇସ୍ରାଏଲ-ସନ୍ତାନଗଣ ମିଦୀୟନର ସ୍ତ୍ରୀଲୋକମାନଙ୍କୁ ଓ ସେମାନଙ୍କ ପିଲାମାନଙ୍କୁ ବନ୍ଦୀ କରି ନେଲେ; ଆଉ ସେମାନଙ୍କର ସମସ୍ତ ପଶୁ, ସମସ୍ତ ମେଷପଲ ଓ ସମସ୍ତ ସମ୍ପତ୍ତି ଲୁଟି କରି ନେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଆଉ ଇସ୍ରାଏଲ-ସନ୍ତାନଗଣ ମିଦୀୟନର ସ୍ତ୍ରୀଲୋକ-ମାନଙ୍କୁ ଓ ସେମାନଙ୍କ ପିଲାମାନଙ୍କୁ ବନ୍ଦୀ କରି ନେଲେ; ଆଉ ସେମାନଙ୍କର ସମସ୍ତ ପଶୁ ଓ ସମସ୍ତ ମେଷପଲ ଓ ସମସ୍ତ ସମ୍ପତ୍ତି ଲୁଟି କରି ନେଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଆଉ ଇସ୍ରାଏଲ ସନ୍ତାନଗଣ ମିଦୀୟନର ସ୍ତ୍ରୀଲୋକମାନଙ୍କୁ ଓ ସେମାନଙ୍କ ପିଲାମାନଙ୍କୁ ବନ୍ଦୀ କରି ନେଲେ; ଆଉ ସେମାନଙ୍କର ସମସ୍ତ ପଶୁ, ସମସ୍ତ ମେଷପଲ ଓ ସମସ୍ତ ସମ୍ପତ୍ତି ଲୁଟି କରି ନେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

9 ଇସ୍ରାଏଲର ଲୋକମାନେ ମିଦିୟନର ସ୍ତ୍ରୀ ଲୋକମାନଙ୍କୁ ଓ ପିଲାମାନଙ୍କୁ ଅକ୍ତିଆର କଲେ। ଆଉ ସେମାନେ ସେମାନଙ୍କର ସମସ୍ତ ପଶୁ ଓ ସମସ୍ତ ମେଷପଲ ସହିତ ସମସ୍ତ ସମ୍ପତ୍ତି ଲୁଟିକରି ନେଲେ।

Faic an caibideil Dèan lethbhreac




ଗଣନା ପୁସ୍ତକ 31:9
9 Iomraidhean Croise  

ଆଉ ସେମାନଙ୍କ ଶିଶୁ ଓ ଭାର୍ଯ୍ୟାମାନଙ୍କୁ ବନ୍ଦୀ କରି ସମସ୍ତ ଧନ ଓ ଗୃହର ସର୍ବସ୍ୱ ଲୁଟ କଲେ।


ମଧ୍ୟ ସେମାନେ ପଶୁପଲର ତମ୍ବୁସବୁ ଆଘାତ କଲେ, ଆଉ ବିସ୍ତର ମେଷ ଓ ଓଟ ନେଇ ଯିରୂଶାଲମକୁ ଫେରିଗଲେ।


ଏହେତୁ ସଦାପ୍ରଭୁ ତାଙ୍କର ପରମେଶ୍ୱର ଅରାମ-ରାଜାର ହସ୍ତରେ ତାଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ତାଙ୍କୁ ପରାସ୍ତ କଲେ ଓ ତାଙ୍କର ଅସଂଖ୍ୟ ଲୋକଙ୍କୁ ବନ୍ଦୀ କରି ଦମ୍ମେଶକକୁ ନେଇଗଲେ। ମଧ୍ୟ ସେ ଇସ୍ରାଏଲ ରାଜାଙ୍କର ହସ୍ତରେ ସମର୍ପିତ ହୁଅନ୍ତେ, ସେ ତାଙ୍କୁ ମହାସଂହାରରେ ପରାସ୍ତ କଲେ।


ଆଉ ସେମାନଙ୍କର ସକଳ ନିବାସ ନଗର ଓ ସକଳ ଛାଉଣି ଅଗ୍ନିରେ ଦଗ୍ଧ କଲେ।


କାରଣ ଯୋଦ୍ଧାମାନେ ପ୍ରତ୍ୟେକେ ଆପଣା ଆପଣା ନିମନ୍ତେ ଲୁଟିତ ଦ୍ରବ୍ୟ ନେଇଥିଲେ।


ଆଉ ଅନ୍ୟାନ୍ୟ ହତ ଲୋକଙ୍କ ସହିତ ସେମାନେ ମିଦୀୟନୀୟ ରାଜାମାନଙ୍କୁ, ଅର୍ଥାତ୍‍ ଇବି, ରେକମ୍‍, ସୂର୍‍, ହୂର ଓ ରେବା, ଏହି ମିଦୀୟନୀୟ ପାଞ୍ଚ ରାଜାଙ୍କୁ ବଧ କଲେ; ବିୟୋରର ପୁତ୍ର ବିଲୀୟମ୍‍କୁ ମଧ୍ୟ ସେମାନେ ଖଡ୍ଗରେ ବଧ କଲେ।


ମାତ୍ର ତୁମ୍ଭେ ସ୍ତ୍ରୀମାନଙ୍କୁ, ବାଳକମାନଙ୍କୁ, ପଶୁମାନଙ୍କୁ ଓ ନଗରର ସର୍ବସ୍ୱ ଆପଣା ନିମନ୍ତେ ଲୁଟ ସ୍ୱରୂପ ଗ୍ରହଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଶତ୍ରୁମାନଙ୍କର ଯେଉଁ ଲୁଟ ତୁମ୍ଭଙ୍କୁ ଦିଅନ୍ତି, ତାହା ଭୋଜନ କରିବ।


Lean sinn:

Sanasan


Sanasan