ଗଣନା ପୁସ୍ତକ 32:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିରେ ସେମାନେ ତାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ଏହି ସ୍ଥାନରେ ଆପଣା ଆପଣା ପଶୁମାନଙ୍କ ନିମନ୍ତେ ମେଷଶାଳା ଓ ଆପଣା ଆପଣା ବାଳକମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା। Faic an caibideilପବିତ୍ର ବାଇବଲ (Re-edited) - (BSI)16 ଏଥିରେ ସେମାନେ ତାଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ଏହି ସ୍ଥାନରେ ଆପଣା ଆପଣା ପଶୁମାନଙ୍କ ନିମନ୍ତେ ମେଷଶାଳା ଓ ଆପଣା ଆପଣା ବାଳକମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା। Faic an caibideilଓଡିଆ ବାଇବେଲ16 ଏଥିରେ ସେମାନେ ତାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ଏହି ସ୍ଥାନରେ ଆପଣା ଆପଣା ପଶୁମାନଙ୍କ ନିମନ୍ତେ ମେଷଶାଳା ଓ ଆପଣା ଆପଣା ବାଳକମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା। Faic an caibideilପବିତ୍ର ବାଇବଲ16 ମାତ୍ର ରୁବେନ୍ର ଗୋଷ୍ଠୀ ଓ ଗାଦ୍ ଗୋଷ୍ଠୀର ଲୋକମାନେ ମୋଶାଙ୍କୁ ଆସି କହିଲେ, “ଆମ୍ଭେମାନେ ଏହି ସ୍ଥାନରେ ଆପଣା ଆପଣା ମେଷମାନଙ୍କ ନିମନ୍ତେ ମେଷଶାଳା ଓ ଆପଣା ଆପଣା ପିଲାମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା। Faic an caibideil |