ଗଣନା ପୁସ୍ତକ 32:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମାତ୍ର ଆମ୍ଭେମାନେ ନିଜେ ଇସ୍ରାଏଲ-ସନ୍ତାନଗଣକୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ; କେବଳ ଆମ୍ଭମାନଙ୍କର ବାଳକମାନେ ଦେଶନିବାସୀମାନଙ୍କ ସକାଶୁ ପ୍ରାଚୀର-ବେଷ୍ଟିତ ନଗରରେ ବାସ କରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)17 ମାତ୍ର ଆମ୍ଭେମାନେ ନିଜେ ଇସ୍ରାଏଲ-ସନ୍ତାନଗଣକୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ; କେବଳ ଆମ୍ଭମାନଙ୍କର ବାଳକମାନେ ଦେଶନିବାସୀମାନଙ୍କ ସକାଶୁ ପ୍ରାଚୀରବେଷ୍ଟିତ ନଗରରେ ବାସ କରିବେ। Faic an caibideilଓଡିଆ ବାଇବେଲ17 ମାତ୍ର ଆମ୍ଭେମାନେ ନିଜେ ଇସ୍ରାଏଲ ସନ୍ତାନଗଣକୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ; କେବଳ ଆମ୍ଭମାନଙ୍କର ବାଳକମାନେ ଦେଶନିବାସୀମାନଙ୍କ ସକାଶୁ ପ୍ରାଚୀରବେଷ୍ଟିତ ନଗରରେ ବାସ କରିବେ। Faic an caibideilପବିତ୍ର ବାଇବଲ17 ମାତ୍ର ଆମ୍ଭମାନଙ୍କର ବାଳକମାନେ ଦେଶବାସୀଙ୍କଠାରୁ ନିରାପଦରେ ରହିବା ପାଇଁ ପ୍ରାଚୀର ବେଷ୍ଟିତ ନଗରରେ ବାସ କରିବେ, ଆଉ ଆମ୍ଭେମାନେ ଇସ୍ରାଏଲ ଲୋକମାନଙ୍କୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ। Faic an caibideil |