Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 32:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଥିରେ ଗାଦ୍‍ର ସନ୍ତାନଗଣ, ରୁବେନ୍‍ର ସନ୍ତାନଗଣ ଆସି ମୋଶାଙ୍କୁ, ଇଲୀୟାସର ଯାଜକକୁ ଓ ମଣ୍ଡଳୀର ଅଧ୍ୟକ୍ଷଗଣକୁ କହିଲେ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ଏଥିରେ ଗାଦର ସନ୍ତାନଗଣ ଓ ରୁବେନର ସନ୍ତାନଗଣ ଆସି ମୋଶାଙ୍କୁ ଓ ଇଲୀୟାସର ଯାଜକକୁ ଓ ମଣ୍ତଳୀର ଅଧ୍ୟକ୍ଷଗଣକୁ କହିଲେ;

Faic an caibideil Dèan lethbhreac

ଓଡିଆ ବାଇବେଲ

2 ଏଥିରେ ଗାଦ୍‍ର ସନ୍ତାନଗଣ, ରୁବେନ୍‍ର ସନ୍ତାନଗଣ ଆସି ମୋଶାଙ୍କୁ, ଇଲୀୟାସର ଯାଜକକୁ ଓ ମଣ୍ଡଳୀର ଅଧ୍ୟକ୍ଷଗଣକୁ କହିଲେ;

Faic an caibideil Dèan lethbhreac

ପବିତ୍ର ବାଇବଲ

2 ତେଣୁ ଗା‌ଦ୍‌ର ସନ୍ତାନଗଣ ଓ ରୁବେ‌ନ୍‌ର ସନ୍ତାନଗଣ ଆସି ମୋଶାଙ୍କୁ ଇଲିୟାସର ଯାଜକକୁ ଓ ମଣ୍ତଳୀର ଅଧ୍ୟକ୍ଷଗଣଙ୍କୁ କହିଲେ।

Faic an caibideil Dèan lethbhreac




ଗଣନା ପୁସ୍ତକ 32:2
6 Iomraidhean Croise  

ଆଉ, ଯଦି କୌଣସି ଅଧ୍ୟକ୍ଷ ପାପ କରେ ଓ ଯାହା ନ କରିବାକୁ ତାହାର ସଦାପ୍ରଭୁ ପରମେଶ୍ୱର ଆଜ୍ଞା ଦେଇଅଛନ୍ତି, ସେସମସ୍ତ ମଧ୍ୟରୁ କୌଣସି ଏକ କର୍ମ ଭୁଲବଶତଃ କରି ଦୋଷୀ ହୁଏ;


ରୁବେନ୍‍-ସନ୍ତାନଗଣର ଓ ଗାଦ୍‍-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେଉଁ ସ୍ଥାନ ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଥିଲା।


“ଅଟାରୋତ୍‍, ଦୀବୋନ୍, ଯାସେର, ନିମ୍ରା, ହିଷ୍‍ବୋନ, ଇଲୀୟାଲୀ, ସିବମା, ନବୋ ଓ ବିୟୋନ,


ଏନିମନ୍ତେ ଏବେ ଅଧିକାର ନିମିତ୍ତ ନଅ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଏହି ଦେଶ ବିଭାଗ କରିଦିଅ।”


ଏହିରୂପେ ଇସ୍ରାଏଲ-ସନ୍ତାନଗଣ, ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ ଆଜ୍ଞା ଦେଇଥିଲେ, ତଦନୁସାରେ ଗୁଲିବାଣ୍ଟ କରି ଲେବୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳିଭୂମି ଦେଲେ।


ତୁମ୍ଭେ କାହିଁକି ମେଷଶାଳା ମଧ୍ୟରେ ବସିଲ, କି ମେଷପଲ ନିକଟରେ ବଂଶୀନାଦ ଶୁଣିବାକୁ? ରୁବେନ୍‍ର ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା।


Lean sinn:

Sanasan


Sanasan