Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 32:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆମ୍ଭମାନଙ୍କର ବାଳକ, ସ୍ତ୍ରୀ, ପଲ ଓ ପଶୁସକଳ ଗିଲୀୟଦର ନଗରମାନଙ୍କରେ ରହିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

26 ଆମ୍ଭମାନଙ୍କର ବାଳକ, ସ୍ତ୍ରୀ, ପଲ ଓ ପଶୁସକଳ ଗିଲୀୟଦର ନଗରମାନଙ୍କରେ ରହିବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

26 ଆମ୍ଭମାନଙ୍କର ବାଳକ, ସ୍ତ୍ରୀ, ପଲ ଓ ପଶୁସକଳ ଗିଲୀୟଦର ନଗରମାନଙ୍କରେ ରହିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

26 ଆମ୍ଭମାନଙ୍କର ସ୍ତ୍ରୀ, ପିଲାମାନେ ଓ ପଶୁସକଳ ଗିଲିୟଦର ନଗରମାନଙ୍କରେ ରହିବେ।

Faic an caibideil Dèan lethbhreac




ଗଣନା ପୁସ୍ତକ 32:26
4 Iomraidhean Croise  

ତେବେ ଗାଦ୍‍-ସନ୍ତାନଗଣ ଓ ରୁବେନ୍‍-ସନ୍ତାନଗଣ ମୋଶାଙ୍କୁ କହିଲେ, “ଆମ୍ଭମାନଙ୍କର ପ୍ରଭୁ ଯାହା ଆଜ୍ଞା କଲେ, ତଦନୁସାରେ ତୁମ୍ଭର ଦାସମାନେ କର୍ମ କରିବେ।


ମାତ୍ର ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ନଗର ଦେଇଅଛି, ସେହି ସବୁ ନଗରରେ ତୁମ୍ଭମାନଙ୍କ ଭାର୍ଯ୍ୟା ଓ ବାଳକଗଣ ଓ ପଶୁମାନେ ବାସ କରିବେ; କାରଣ ମୁଁ ଜାଣେ, ତୁମ୍ଭମାନଙ୍କର ଅନେକ ପଶୁ ଅଛି।


ମୋଶା ଯର୍ଦ୍ଦନର ପୂର୍ବପାରିରେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ସେଠାରେ ତୁମ୍ଭମାନଙ୍କର ସ୍ତ୍ରୀଲୋକ ଓ ବାଳକ ଓ ପଶୁମାନେ ରହିବେ; ମାତ୍ର ତୁମ୍ଭେମାନେ, ତୁମ୍ଭମାନଙ୍କ ମହାବିକ୍ରମଶାଳୀ ଲୋକମାନେ, ସସଜ୍ଜ ହୋଇ ଆପଣା ଭାଇମାନଙ୍କ ଆଗେ ଆଗେ ପାର ହୋଇଯିବ,


ତହିଁରେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଶୀଲୋଠାରେ ଇସ୍ରାଏଲ-ସନ୍ତାନଗଣ ନିକଟରୁ ବିଦାୟ ନେଇ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଦତ୍ତ ଆଜ୍ଞାନୁସାରେ ସେମାନେ ଯହିଁର ଅଧିକାରୀ ହୋଇଥିଲେ, ଆପଣାମାନଙ୍କ ସେହି ଅଧିକୃତ ଗିଲୀୟଦ ଦେଶକୁ ଫେରିଗଲେ।


Lean sinn:

Sanasan


Sanasan