Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 32:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ମାତ୍ର ଯଦି ସେମାନେ ସସଜ୍ଜ ହୋଇ ତୁମ୍ଭମାନଙ୍କ ସହିତ ପାର ନ ହେବେ, ତେବେ ସେମାନେ ତୁମ୍ଭମାନଙ୍କ ମଧ୍ୟରେ କିଣାନ ଦେଶରେ ଅଧିକାର ପାଇବେ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

30 ମାତ୍ର ଯେବେ ସେମାନେ ସସଜ୍ଜ ହୋଇ ତୁମ୍ଭମାନଙ୍କ ସହିତ ପାର ନ ହେବେ, ତେବେ ସେମାନେ ତୁମ୍ଭମାନଙ୍କ ମଧ୍ୟରେ କିଣାନ ଦେଶରେ ଅଧିକାର ପାଇବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

30 ମାତ୍ର ଯଦି ସେମାନେ ସସଜ୍ଜ ହୋଇ ତୁମ୍ଭମାନଙ୍କ ସହିତ ପାର ନ ହେବେ, ତେବେ ସେମାନେ ତୁମ୍ଭମାନଙ୍କ ମଧ୍ୟରେ କିଣାନ ଦେଶରେ ଅଧିକାର ପାଇବେ।”

Faic an caibideil Dèan lethbhreac

ପବିତ୍ର ବାଇବଲ

30 ଯଦି ସେମାନଙ୍କର ସୈନ୍ୟମାନେ ତୁମ୍ଭମାନଙ୍କ ସହିତ ନଦୀ ପାର ନ ହୁଅନ୍ତି, ସେମାନେ ନିଶ୍ଚୟ ତୁମ୍ଭମାନଙ୍କ ସହିତ କିଣାନ ଦେଶରେ ଭୂମି ପାଇବେ।”

Faic an caibideil Dèan lethbhreac




ଗଣନା ପୁସ୍ତକ 32:30
3 Iomraidhean Croise  

ପୁଣି, ମୋଶା ସେମାନଙ୍କୁ କହିଲେ, “ଗାଦ୍‍-ସନ୍ତାନଗଣର ଓ ରୁବେନ୍‍-ସନ୍ତାନଗଣର, ଯୁଦ୍ଧାର୍ଥେ ସସଜ୍ଜ ପ୍ରତ୍ୟେକ ଲୋକ ଯଦି ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହେବେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ହେବ; ତେବେ ତୁମ୍ଭେମାନେ ଅଧିକାରାର୍ଥେ ସେମାନଙ୍କୁ ଗିଲୀୟଦ ଦେଶ ଦେବ।


ତହିଁରେ ଗାଦ୍‍-ସନ୍ତାନଗଣ ଓ ରୁବେନ୍‍-ସନ୍ତାନଗଣ ଉତ୍ତର ଦେଇ କହିଲେ, “ସଦାପ୍ରଭୁ ଆପଣା ଦାସମାନଙ୍କୁ ଯାହା କହିଅଛନ୍ତି, ତଦନୁସାରେ ଆମ୍ଭେମାନେ କର୍ମ କରିବୁ।


ଯେବେ ତୁମ୍ଭମାନଙ୍କ ଅଧିକାର-ଦେଶ ଅଶୁଚି ହୁଏ, ତେବେ ପାର ହୋଇ ଯେଉଁ ସ୍ଥାନରେ ସଦାପ୍ରଭୁଙ୍କ ଆବାସ ବାସ କରେ, ସଦାପ୍ରଭୁଙ୍କ ସେହି ଅଧିକାର-ଦେଶକୁ ଆସ ଓ ଆମ୍ଭମାନଙ୍କ ମଧ୍ୟରେ ଅଧିକାର ଗ୍ରହଣ କର; ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯଜ୍ଞବେଦି ଛଡ଼ା ଆପଣାମାନଙ୍କ ନିମନ୍ତେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ନ ହୁଅ, କିଅବା ଆମ୍ଭମାନଙ୍କର ବିଦ୍ରୋହୀ ନ ହୁଅ।


Lean sinn:

Sanasan


Sanasan