Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 32:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ପୁଣି, ମନଃଶିର ପୁତ୍ର ମାଖୀରର ସନ୍ତାନଗଣ ଗିଲୀୟଦକୁ ଯାଇ ତାହା ଆକ୍ରମଣ କଲେ ଓ ତନ୍ନିବାସୀ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

39 ପୁଣି ମନଃଶିର ପୁତ୍ର ମାଖୀରର ସନ୍ତାନଗଣ ଗିଲୀୟଦକୁ ଯାଇ ତାହା ଆକ୍ରମଣ କଲେ ଓ ତନ୍ନିବାସୀ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

39 ପୁଣି, ମନଃଶିର ପୁତ୍ର ମାଖୀରର ସନ୍ତାନଗଣ ଗିଲୀୟଦକୁ ଯାଇ ତାହା ଆକ୍ରମଣ କଲେ ଓ ତନ୍ନିବାସୀ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

39 ମାଖୀରର ଗୋଷ୍ଠୀ ମନଃଶିର ପୁତ୍ରଗଣ ଗିଲିୟଦଙ୍କୁ ଆକ୍ରମଣ କଲେ ଓ ଇମୋରୀୟମାନଙ୍କୁ ପରାସ୍ତ କଲେ ଓ ସେମାନଙ୍କର ଭୁମି ନେଇଗଲେ।

Faic an caibideil Dèan lethbhreac




ଗଣନା ପୁସ୍ତକ 32:39
7 Iomraidhean Croise  

ଯୋଷେଫ ଇଫ୍ରୟିମର ତୃତୀୟ ପୁରୁଷ ପର୍ଯ୍ୟନ୍ତ ସନ୍ତାନସନ୍ତତି ଦେଖିଲେ; ପୁଣି, ଯୋଷେଫ ମନଃଶିର ମାଖୀର ନାମକ ପୁତ୍ରର ଶିଶୁସନ୍ତାନମାନଙ୍କୁ “କୋଳ କଲେ।”


ତହିଁ ଉତ୍ତାରେ ସେମାନେ ଗିଲୀୟଦକୁ ଓ ତହତୀମ୍‍-ହଦ୍‍ଶି ଦେଶକୁ ଆସିଲେ; ତହୁଁ ସେମାନେ ଦାନ୍‍-ଯାନକୁ ଓ ସେଠାରୁ ବୁଲି ସୀଦୋନକୁ ଆସିଲେ।


ମନଃଶିର ସନ୍ତାନ; ମାଖୀରଠାରୁ ମାଖରୀୟ ବଂଶ; ସେହି ମାଖୀରର ପୁତ୍ର ଗିଲୀୟଦ; ସେହି ଗିଲୀୟଦଠାରୁ ଗିଲୀୟଦୀୟ ବଂଶ।


ପୁଣି ମୁଁ ମାଖୀରକୁ ଗିଲୀୟଦ ଦେଲି।


ମନଃଶି ବଂଶର ଏହି ବାଣ୍ଟ; ଯେହେତୁ ସେ ଯୋଷେଫର ଜ୍ୟେଷ୍ଠ ପୁତ୍ର ଥିଲା। ଗିଲୀୟଦର ପିତା, ମନଃଶିର ଜ୍ୟେଷ୍ଠ ପୁତ୍ର ମାଖୀର, ଯୋଦ୍ଧା ହେବା ହେତୁରୁ ଗିଲୀୟଦ ଓ ବାଶନ ପାଇଥିଲା।


ତହିଁରେ ସେମାନେ ସେହି ବର୍ଷ ଇସ୍ରାଏଲ-ସନ୍ତାନଗଣକୁ ଚୂର୍ଣ୍ଣଶୀର୍ଣ୍ଣ କଲେ; ସେମାନେ ଅଠର ବର୍ଷ ପର୍ଯ୍ୟନ୍ତ ଯର୍ଦ୍ଦନପାରିସ୍ଥ ଗିଲୀୟଦର ଅନ୍ତର୍ଗତ ଇମୋରୀୟ ଦେଶ ନିବାସୀ ସମସ୍ତ ଇସ୍ରାଏଲ ସନ୍ତାନ ପ୍ରତି (ଏପରି କଲେ)।


ଅମାଲେକ (ଦେଶ)ରେ ଯେଉଁମାନଙ୍କର ମୂଳ ଥିଲା, ସେମାନେ ଇଫ୍ରୟିମରୁ ଆସିଲେ; ତୁମ୍ଭ ପଛେ ବିନ୍ୟାମୀନ୍ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଥିଲା; ମାଖୀରଠାରୁ ଶାସନକର୍ତ୍ତାମାନେ ଓ ସବୂଲୂନଠାରୁ ସୈନ୍ୟଗଣନାକାରୀ ଦଣ୍ଡଧରମାନେ ଓହ୍ଲାଇ ଆସିଲେ।


Lean sinn:

Sanasan


Sanasan