ଗଣନା ପୁସ୍ତକ 32:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନେ ଆହୁରି କହିଲେ, “ଆମ୍ଭେମାନେ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ତେବେ ତୁମ୍ଭର ଦାସଗଣକୁ ଅଧିକାରାର୍ଥେ ଏହି ଦେଶ ଦିଆଯାଉ; ଆମ୍ଭମାନଙ୍କୁ ଯର୍ଦ୍ଦନ ପାରିକୁ ନେଇଯାଅ ନାହିଁ।” Faic an caibideilପବିତ୍ର ବାଇବଲ (Re-edited) - (BSI)5 ସେମାନେ ଆହୁରି କହିଲେ, ଆମ୍ଭେମାନେ ଯେବେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ତେବେ ତୁମ୍ଭର ଦାସଗଣକୁ ଅଧିକାରାର୍ଥେ ଏହି ଦେଶ ଦିଆଯାଉ; ଆମ୍ଭମାନଙ୍କୁ ଯର୍ଦ୍ଦନ ପାରିକି ନେଇ ଯାଅ ନାହିଁ। Faic an caibideilଓଡିଆ ବାଇବେଲ5 ସେମାନେ ଆହୁରି କହିଲେ, “ଆମ୍ଭେମାନେ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ତେବେ ତୁମ୍ଭର ଦାସଗଣକୁ ଅଧିକାରାର୍ଥେ ଏହି ଦେଶ ଦିଆଯାଉ; ଆମ୍ଭମାନଙ୍କୁ ଯର୍ଦ୍ଦନ ପାରିକୁ ନେଇ ଯାଅ ନାହିଁ।” Faic an caibideilପବିତ୍ର ବାଇବଲ5 ଯଦି ଏହା ତୁମ୍ଭକୁ ଆନନ୍ଦ ଦିଏ, ତୁମ୍ଭର ସେବକଗଣକୁ ଏହି ଦେଶ ଦିଆଯାଉ, ଆମ୍ଭମାନଙ୍କୁ ଯର୍ଦ୍ଦନ ସେପାରିକୁ ନିଆ ନ ଯାଉ।” Faic an caibideil |