Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 33:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହୁଁ ସେମାନେ ଏଲୀମରୁ ଯାତ୍ରା କରି ସୂଫ ସାଗର ନିକଟରେ ଛାଉଣି ସ୍ଥାପନ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ତହୁଁ ସେମାନେ ଏଲୀମରୁ ଯାତ୍ରା କରି ସୂଫ ସମୁଦ୍ର ନିକଟରେ ଛାଉଣି ସ୍ଥାପନ କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ତହୁଁ ସେମାନେ ଏଲୀମରୁ ଯାତ୍ରା କରି ସୂଫ ସାଗର ନିକଟରେ ଛାଉଣି ସ୍ଥାପନ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

10 ତହୁଁ ସେମାନେ ଏଲୀମରୁ ଯାତ୍ରା କରି ସୂଫସାଗର ନିକଟରେ ଛାଉଣି ସ୍ଥାପନ କଲେ।

Faic an caibideil Dèan lethbhreac




ଗଣନା ପୁସ୍ତକ 33:10
4 Iomraidhean Croise  

ଏଥିଉତ୍ତାରେ ସେମାନେ ଏଲୀମଠାରୁ ଯାତ୍ରା କଲେ, ଆଉ ମିସର ଦେଶରୁ ପ୍ରସ୍ଥାନ କଲା ଉତ୍ତାରେ ଦ୍ୱିତୀୟ ମାସର ପଞ୍ଚଦଶ ଦିନରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଏଲୀମ ଓ ସୀନୟର ମଧ୍ୟବର୍ତ୍ତୀ ସୀନ୍‍ ପ୍ରାନ୍ତରରେ ଉପସ୍ଥିତ ହେଲେ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନିରୂପିତ ସକଳ ଉତ୍ତରଣ-ସ୍ଥାନ ଦେଇ ରଫୀଦୀମରେ ଛାଉଣି ସ୍ଥାପନ କଲେ; ମାତ୍ର ସେ ସ୍ଥାନରେ ଲୋକମାନଙ୍କର ପାନ କରିବାକୁ ଜଳ ନ ଥିଲା।


ପୁଣି, ସେମାନେ ସୂଫ ସାଗର ନିକଟରୁ ଯାତ୍ରା କରି ସୀନ୍‍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ।


ପୁଣି, ମାରାରୁ ଯାତ୍ରା କରି ଏଲୀମରେ ଉପସ୍ଥିତ ହେଲେ; ସେହି ଏଲୀମରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ଏଣୁ ସେମାନେ ସେହି ସ୍ଥାନରେ ଛାଉଣି ସ୍ଥାପନ କଲେ।


Lean sinn:

Sanasan


Sanasan