ଗଣନା ପୁସ୍ତକ 34:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି। Faic an caibideilପବିତ୍ର ବାଇବଲ (Re-edited) - (BSI)13 ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ଵାରା ଅଧିକାର କରିବ, ସେହି ଦେଶ ଏହି। Faic an caibideilଓଡିଆ ବାଇବେଲ13 ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି। Faic an caibideilପବିତ୍ର ବାଇବଲ13 ତେଣୁ ମୋଶା ଇସ୍ରାଏଲର ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧବଂଶକୁ ଯେଉଁ ଦେଶ ଦେବାକୁ ଆଜ୍ଞା ଦେଇଅଛନ୍ତି, ତୁମ୍ଭେମାନେ ଯାହାକୁ ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି। Faic an caibideil |