ଗଣନା ପୁସ୍ତକ 36:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶସମୂହର ସନ୍ତାନମାନଙ୍କ ମଧ୍ୟରୁ କାହାରି ସଙ୍ଗେ ଯଦି ସେମାନଙ୍କର ବିବାହ ହୁଏ, ତେବେ ଆମ୍ଭମାନଙ୍କ ପୈତୃକ ଅଧିକାରରୁ ସେମାନଙ୍କ ଅଧିକାର କଟାଯିବ; ପୁଣି, ସେମାନେ ଯେଉଁ ବଂଶରେ ଗୃହୀତ ହେବେ, ସେହି ବଂଶର ଅଧିକାରରେ ତାହା ଯୁକ୍ତ ହେବ; ଏହିରୂପେ ତାହା ଆମ୍ଭମାନଙ୍କ ଅଧିକାରର ଅଂଶରୁ କଟାଯିବ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ମାତ୍ର ଇସ୍ରାଏଲ-ସନ୍ତାନଗଣର ବଂଶସମୂହର ସନ୍ତାନମାନଙ୍କ ମଧ୍ୟରୁ କାହାରି ସଙ୍ଗେ ଯେବେ ସେମାନଙ୍କର ବିବାହ ହୁଏ, ତେବେ ଆମ୍ଭମାନଙ୍କ ପୈତୃକ ଅଧିକାରରୁ ସେମାନଙ୍କ ଅଧିକାର କଟାଯିବ; ପୁଣି ସେମାନେ ଯେଉଁ ବଂଶରେ ଗୃହୀତ ହେବେ, ସେହି ବଂଶର ଅଧିକାରରେ ତାହା ଯୁକ୍ତ ହେବ; ଏହିରୂପେ ତାହା ଆମ୍ଭମାନଙ୍କ ଅଧିକାରର ଅଂଶରୁ କଟାଯିବ। Faic an caibideilଓଡିଆ ବାଇବେଲ3 ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶ ସମୂହର ସନ୍ତାନମାନଙ୍କ ମଧ୍ୟରୁ କାହାରି ସଙ୍ଗେ ଯଦି ସେମାନଙ୍କର ବିବାହ ହୁଏ, ତେବେ ଆମ୍ଭମାନଙ୍କ ପୈତୃକ ଅଧିକାରରୁ ସେମାନଙ୍କ ଅଧିକାର କଟାଯିବ; ପୁଣି, ସେମାନେ ଯେଉଁ ବଂଶରେ ଗୃହୀତ ହେବେ, ସେହି ବଂଶର ଅଧିକାରରେ ତାହା ଯୁକ୍ତ ହେବ; ଏହିରୂପେ ତାହା ଆମ୍ଭମାନଙ୍କ ଅଧିକାରର ଅଂଶରୁ କଟାଯିବ। Faic an caibideilପବିତ୍ର ବାଇବଲ3 ଯଦି ଇସ୍ରାଏଲ ଲୋକମାନଙ୍କ ମଧ୍ୟରୁ କାହାରି ସଙ୍ଗେ ସେମାନଙ୍କର ବିବାହ ହୁଏ, ତେବେ ଆମ୍ଭମାନଙ୍କ ପୈତୃକ ଅଧିକାରରୁ ସେମାନଙ୍କ ଅଧିକାର କଟାଯିବ। ସେମାନଙ୍କ ଅଧିକାର ସେମାନଙ୍କ ସ୍ୱାମୀ ପରିବାରବର୍ଗରେ ଯୁକ୍ତ ହେବ। Faic an caibideil |