ଗଣନା ପୁସ୍ତକ 4:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)15 ଏହିରୂପେ ଛାଉଣି ଅଗ୍ରସର ହେବା ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ୍-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ଵୁରେ କହାତ୍-ସନ୍ତାନଗଣର ଭାର ହେବ। Faic an caibideilଓଡିଆ ବାଇବେଲ15 ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ। Faic an caibideilପବିତ୍ର ବାଇବଲ15 “ଏହିରୂପେ ଯେତେବେଳେ ଛାଉଣି ଅଗ୍ରସର ହେବା ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସମସ୍ତ ଆସବାବ ଦ୍ରବ୍ୟ ଢାଙ୍କି ଦେବେ। ତାହାପରେ କହାତ ପୁତ୍ରଗଣ ତାହା ବହନ କରିବା ପାଇଁ ଆସିବା ଉଚିତ୍। ସେଥିପାଇଁ ସେମାନେ ନିଶ୍ଚୟ କୌଣସି ପବିତ୍ର ବସ୍ତ୍ର ସ୍ପର୍ଶ କରିବେ ନାହିଁ, ନ ହେଲେ ସମାନେ ମୃତ୍ୟୁବରଣ କରିବେ। ପବିତ୍ର ତମ୍ବୁରେ ଏହା ହିଁ କହାତ ପୁତ୍ରଗଣର କର୍ତ୍ତବ୍ୟ ହେବ। Faic an caibideil |