Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 4:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିଉତ୍ତାରେ ସଦାପ୍ରଭୁ ମୋଶା ହାରୋଣଙ୍କୁ କହିଲେ,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

17 ଅନନ୍ତର ସଦାପ୍ରଭୁ ମୋଶା ହାରୋଣଙ୍କୁ କହିଲେ,

Faic an caibideil Dèan lethbhreac

ଓଡିଆ ବାଇବେଲ

17 ଏଥିଉତ୍ତାରେ ସଦାପ୍ରଭୁ ମୋଶା ହାରୋଣଙ୍କୁ କହିଲେ,

Faic an caibideil Dèan lethbhreac

ପବିତ୍ର ବାଇବଲ

17 ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,

Faic an caibideil Dèan lethbhreac




ଗଣନା ପୁସ୍ତକ 4:17
2 Iomraidhean Croise  

ଆଉ ସମସ୍ତ ଆବାସର ଓ ତନ୍ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟର, ପବିତ୍ର ସ୍ଥାନର ଓ ତହିଁରେ ସ୍ଥିତ ସମସ୍ତ ଦ୍ରବ୍ୟର ତତ୍ତ୍ୱାବଧାନ, ଅର୍ଥାତ୍‍, ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ, ନିତ୍ୟ ଭକ୍ଷ୍ୟ ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହିସବୁର ତତ୍ତ୍ୱାବଧାନ କାର୍ଯ୍ୟ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକର ହେବ।”


“ତୁମ୍ଭେମାନେ ଲେବୀୟମାନଙ୍କ ମଧ୍ୟରୁ କହାତ ବଂଶୀୟ ଗୋଷ୍ଠୀକୁ ଉଚ୍ଛିନ୍ନ କର ନାହିଁ!


Lean sinn:

Sanasan


Sanasan