Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 4:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 “ତୁମ୍ଭେ ଗେର୍ଶୋନ-ସନ୍ତାନଗଣର ପିତୃଗୃହ ଓ ବଂଶାନୁସାରେ ସେମାନଙ୍କର ସଂଖ୍ୟା ନିଅ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

22 ତୁମ୍ଭେ ଗେର୍ଶୋନ-ସନ୍ତାନଗଣର ପିତୃଗୃହ ଓ ବଂଶାନୁସାରେ ସେମାନଙ୍କର ସଂଖ୍ୟା ନିଅ;

Faic an caibideil Dèan lethbhreac

ଓଡିଆ ବାଇବେଲ

22 “ତୁମ୍ଭେ ଗେର୍ଶୋନ-ସନ୍ତାନଗଣର ପିତୃଗୃହ ଓ ବଂଶାନୁସାରେ ସେମାନଙ୍କର ସଂଖ୍ୟା ନିଅ;

Faic an caibideil Dèan lethbhreac

ପବିତ୍ର ବାଇବଲ

22 “ସେମାନଙ୍କର ପିତୃଗୃହ ଓ ପରିବାରବର୍ଗ ଅନୁସାରେ ଗେର୍ଶୋନ ପରିବାରକୁ ଗଣନା କର।

Faic an caibideil Dèan lethbhreac




ଗଣନା ପୁସ୍ତକ 4:22
5 Iomraidhean Croise  

ପୁଣି, ଆପଣା ଆପଣା ବଂଶାନୁସାରେ ଗେର୍ଶୋନର ସନ୍ତାନମାନଙ୍କ ନାମ ଲିବ୍‍ନି ଓ ଶିମୀୟି।


ଗେର୍ଶୋନଠାରୁ ଲିବ୍‍ନୀୟ ବଂଶ ଓ ଶିମୀୟିର ବଂଶ ଉତ୍ପନ୍ନ ହେଲେ; ଏମାନେ ଗେର୍ଶୋନୀୟ ବଂଶ।


ପୁଣି, ଲାୟେଲର ପୁତ୍ର ଇଲୀୟାସଫ୍‍ ଗେର୍ଶୋନୀୟମାନଙ୍କ ପିତୃଗୃହର ଅଧିପତି ହେବ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।


Lean sinn:

Sanasan


Sanasan