ଗଣନା ପୁସ୍ତକ 4:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସେମାନେ ଆବାସର ଯବନିକାସକଳ ଓ ସମାଗମ-ତମ୍ବୁ, ତହିଁର ଆଚ୍ଛାଦନ ଓ ତହିଁର ଉପରିସ୍ଥିତ ଶିଶୁକର ଚର୍ମର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର; Faic an caibideilପବିତ୍ର ବାଇବଲ (Re-edited) - (BSI)25 ସେମାନେ ଆବାସର ଯବନିକା ସକଳ ଓ ସମାଗମ-ତମ୍ଵୁ, ତହିଁର ଆଚ୍ଛାଦନ ଓ ତହିଁର ଉପରିସ୍ଥିତ ଶିଶୁକଚର୍ମର ଛାତ ଓ ସମାଗମ-ତମ୍ଵୁ ଦ୍ଵାରର ଆଚ୍ଛାଦନବସ୍ତ୍ର। Faic an caibideilଓଡିଆ ବାଇବେଲ25 ସେମାନେ ଆବାସର ଯବନିକା ସକଳ ଓ ସମାଗମ-ତମ୍ବୁ, ତହିଁର ଆଚ୍ଛାଦନ ଓ ତହିଁର ଉପରିସ୍ଥିତ ଶିଶୁକର ଚର୍ମର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର; Faic an caibideilପବିତ୍ର ବାଇବଲ25 ସେମାନେ ପବିତ୍ର ତମ୍ବୁର ପରଦା ସକଳ, ତହିଁର ଆଚ୍ଛାଦନ, ତହିଁର ଉପରିସ୍ଥିତ ଶିଶୁକଚର୍ମର ଛାତ ଓ ସମାଗମ-ତମ୍ବୁର ପ୍ରବେଶ ଦ୍ୱାରର ଆଚ୍ଛାଦନ ବସ୍ତ୍ର ବହନ କରିବେ। Faic an caibideil |