ଗଣନା ପୁସ୍ତକ 4:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ହାରୋଣ ଓ ତାଙ୍କର ପୁତ୍ରଗଣର ଆଜ୍ଞାନୁସାରେ ଗେର୍ଶୋନର ସନ୍ତାନଗଣ ଆପଣା ଆପଣା ଭାର ଓ ସେବା ସମ୍ବନ୍ଧୀୟ ସମସ୍ତ କର୍ମ କରିବେ ଆଉ ତୁମ୍ଭେମାନେ ରକ୍ଷଣୀୟ ବୋଲି ସେମାନଙ୍କ ସମସ୍ତ ଭାରରେ ସେମାନଙ୍କୁ ନିଯୁକ୍ତ କରିବ। Faic an caibideilପବିତ୍ର ବାଇବଲ (Re-edited) - (BSI)27 ହାରୋଣ ଓ ତାଙ୍କର ପୁତ୍ରଗଣର ଆଜ୍ଞାନୁସାରେ ଗେର୍ଶୋନର ସନ୍ତାନଗଣ ଆପଣା ଆପଣା ଭାର ଓ ସେବା ସମ୍ଵନ୍ଧୀୟ ସମସ୍ତ କର୍ମ କରିବେ; ଆଉ ତୁମ୍ଭେମାନେ ରକ୍ଷଣୀୟ ବୋଲି ସେମାନଙ୍କ ସମସ୍ତ ଭାରରେ ସେମାନଙ୍କୁ ନିଯୁକ୍ତ କରିବ। Faic an caibideilଓଡିଆ ବାଇବେଲ27 ହାରୋଣ ଓ ତାଙ୍କର ପୁତ୍ରଗଣର ଆଜ୍ଞାନୁସାରେ ଗେର୍ଶୋନର ସନ୍ତାନଗଣ ଆପଣା ଆପଣା ଭାର ଓ ସେବା ସମ୍ବନ୍ଧୀୟ ସମସ୍ତ କର୍ମ କରିବେ ଆଉ ତୁମ୍ଭେମାନେ ରକ୍ଷଣୀୟ ବୋଲି ସେମାନଙ୍କ ସମସ୍ତ ଭାରରେ ସେମାନଙ୍କୁ ନିଯୁକ୍ତ କରିବ। Faic an caibideilପବିତ୍ର ବାଇବଲ27 ହାରୋଣ ଓ ତାଙ୍କର ପୁତ୍ରଗଣଙ୍କ ନିର୍ଦ୍ଦେଶ ଅନୁସାରେ ଗେର୍ଶୋନର ଲୋକମାନେ ନିଜ ନିଜର କାର୍ଯ୍ୟ ଓ ସେବା ସମ୍ବନ୍ଧୀୟ ସମସ୍ତ କର୍ମ କରିବା ଉଚିତ୍। ତୁମ୍ଭେ ସେମାନଙ୍କୁ, ଯାହାସବୁ ଦାୟୀତ୍ୱ ବହନ କରନ୍ତି ସେହି କାର୍ଯ୍ୟ ଭାର ଦେବା ଉଚିତ୍। Faic an caibideil |