ଗଣନା ପୁସ୍ତକ 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର। Faic an caibideilପବିତ୍ର ବାଇବଲ (Re-edited) - (BSI)3 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କାର୍ଯ୍ୟ କରିବାକୁ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର। Faic an caibideilଓଡିଆ ବାଇବେଲ3 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।” Faic an caibideilପବିତ୍ର ବାଇବଲ3 ତିରିଶ୍ ବର୍ଷଠାରୁ ପଗ୍ଭଶ୍ ବର୍ଷ ବୟସ୍କ ପର୍ଯ୍ୟନ୍ତ, ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ଯୋଗ୍ୟ ସେମାନଙ୍କୁ ଗଣନା କର। Faic an caibideil |
ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହକୁ ସେମାନଙ୍କ ଆଗମନର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ଓ ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭ୍ରାତୃଗଣ ଓ ବନ୍ଦୀଦଶାରୁ ଯିରୂଶାଲମକୁ ଆଗତ ଲୋକ ସମସ୍ତେ ଆରମ୍ଭ କରି ସଦାପ୍ରଭୁଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।