Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 4:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ଏମାନେ ଗେର୍ଶୋନ-ସନ୍ତାନଗଣର ବଂଶରେ ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏମାନଙ୍କୁ ଗଣନା କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

41 ଏମାନେ ଗେର୍ଶୋନ-ସନ୍ତାନଗଣର ବଂଶରେ ଗଣିତ ଓ ସମାଗମ-ତମ୍ଵୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏମାନଙ୍କୁ ଗଣନା କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

41 ଏମାନେ ଗେର୍ଶୋନ-ସନ୍ତାନଗଣର ବଂଶରେ ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏମାନଙ୍କୁ ଗଣନା କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

41 ଏମାନେ ଗେର୍ଶୋନ ସନ୍ତାନଗଣର ପରିବାରବର୍ଗରେ ଗଣ୍ୟ ହେଲେ ଓ ସମାଗମ-ତମ୍ବୁରେ ସେବାକାର୍ଯ୍ୟରେ ନିଯୁକ୍ତି ହେଲେ, ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ଏମାନଙ୍କୁ ଗଣନା କଲେ।

Faic an caibideil Dèan lethbhreac




ଗଣନା ପୁସ୍ତକ 4:41
4 Iomraidhean Croise  

ତହିଁରେ ମୋଶା ଆଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ଗଣନା କଲେ।


ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ଦୁଇ ହଜାର ଛଅ ଶହ ତିରିଶ ଜଣ ହେଲେ।


ଆଉ ମରାରି-ସନ୍ତାନଗଣର ବଂଶ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ,


ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରତ୍ୟେକେ ମୋଶାଙ୍କର ହସ୍ତ ଦ୍ୱାରା ଆପଣା ଆପଣା ସେବା ଓ ଭାର ବହିବା କର୍ମ ଅନୁସାରେ ଗଣିତ ହେଲେ; ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ଦ୍ୱାରା ସେମାନେ ଗଣିତ ହେଲେ।


Lean sinn:

Sanasan


Sanasan