Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 4:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ଏମାନେ ମରାରି-ସନ୍ତାନଗଣ ବଂଶର ଗଣିତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

45 ଏମାନେ ମରାରି ସନ୍ତାନଗଣ ବଂଶର ଗଣିତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

45 ଏମାନେ ମରାରି ସନ୍ତାନଗଣ ବଂଶର ଗଣିତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

45 ଏମାନେ ମରାରି ସନ୍ତାନଗଣର ବଂଶରେ ଗଣ୍ୟ ହୋଇଥିବା ଲୋକ, ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।

Faic an caibideil Dèan lethbhreac




ଗଣନା ପୁସ୍ତକ 4:45
3 Iomraidhean Croise  

ଏଉତ୍ତାରେ ତୁମ୍ଭେ ମରାରି-ସନ୍ତାନଗଣର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କୁ ଗଣନା କରିବ।


ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ତିନି ହଜାର ଦୁଇ ଶହ ଜଣ ହେଲେ।


ଏହିରୂପେ ମୋଶା, ହାରୋଣ ଓ ଇସ୍ରାଏଲର ଅଧିପତିଗଣ ଦ୍ୱାରା ଯେଉଁ ଲେବୀୟ ଲୋକମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣିତ ହେଲେ,


Lean sinn:

Sanasan


Sanasan