Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଥିଉତ୍ତାରେ ସେମାନେ ଦର୍ଶନୀୟ ରୁଟିର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ, ତହିଁ ଉପରେ ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୁଟି ରହିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ଅନନ୍ତର ସେମାନେ ଦର୍ଶନୀୟ ରୋଟୀର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ ଓ ତହିଁ ଉପରେ ଥାଳୀ ଓ ଚମସ ଓ ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୋଟୀ ରହିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ଏଥିଉତ୍ତାରେ ସେମାନେ ଦର୍ଶନୀୟ ରୁଟିର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ, ତହିଁ ଉପରେ ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୁଟି ରହିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

7 “ଏହା ପରେ ସେମାନେ ପବିତ୍ର ମେଜ ଉପରେ ନୀଳବର୍ଣ୍ଣର ଏକ ବସ୍ତ୍ର ବିଛାଇବା ଉଚିତ୍ ଏବଂ ତାହା ଉପରେ ଥାଳୀ, ଗ୍ଭମଚ, ପାତ୍ର ଜାର୍ ପେୟନୈବେଦ୍ୟ ରଖିବା ଉଚିତ୍। ଦର୍ଶନୀୟ ରୋଟୀ ସବୁବେଳେ ସେଥିରେ ରଖିବା ଉଚିତ୍।

Faic an caibideil Dèan lethbhreac




ଗଣନା ପୁସ୍ତକ 4:7
5 Iomraidhean Croise  

ସେହି ସମସ୍ତର ଉପରେ ସେମାନେ ଏକ ସିନ୍ଦୂର ବର୍ଣ୍ଣ ବସ୍ତ୍ର ବିଛାଇବେ ଓ ଶିଶୁକ ଚର୍ମର ଆଚ୍ଛାଦନ ଦେଇ ତାହା ଢାଙ୍କିବେ, ତହୁଁ ତହିଁର ସାଙ୍ଗୀ ଲଗାଇବେ।


ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାହାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ।


Lean sinn:

Sanasan


Sanasan