ଗଣନା ପୁସ୍ତକ 5:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ପ୍ରତ୍ୟେକ କୁଷ୍ଠୀକୁ ଓ ପ୍ରତ୍ୟେକ ପ୍ରମେହୀକୁ ଓ ଶବ ଛୁଇଁ ଅଶୁଚି ହେବା ପ୍ରତ୍ୟେକ ପ୍ରାଣୀକୁ ଛାଉଣିରୁ ବାହାର କରିବା ପାଇଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ପ୍ରତ୍ୟେକ କୁଷ୍ଠୀକି ଓ ପ୍ରତ୍ୟେକ ପ୍ରମେହୀକି ଓ ଶବ ଛୁଇଁ ଅଶୁଚି ହେବା ପ୍ରତ୍ୟେକ ପ୍ରାଣୀକି ଛାଉଣିରୁ ବାହାର କରିବା ପାଇଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ। Faic an caibideilଓଡିଆ ବାଇବେଲ2 “ପ୍ରତ୍ୟେକ କୁଷ୍ଠୀକୁ ଓ ପ୍ରତ୍ୟେକ ପ୍ରମେହୀକୁ ଓ ଶବ ଛୁଇଁ ଅଶୁଚି ହେବା ପ୍ରତ୍ୟେକ ପ୍ରାଣୀକୁ ଛାଉଣିରୁ ବାହାର କରିବା ପାଇଁ ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଆଜ୍ଞା ଦିଅ।” Faic an caibideilପବିତ୍ର ବାଇବଲ2 “ଏକ ମନୁଷ୍ୟକୁ, ଯାହାକୁ ହାନିକାରକ ଚର୍ମରୋଗ ପ୍ରମେହ ଓ ଯିଏ ମୃତଶବକୁ ଛୁଇଁଥାଏ ସେ ନିଶ୍ଚୟ ଛାଉଣିରୁ ବାହାରକୁ ଯିବ, ଇସ୍ରାଏଲ ଲୋକମାନଙ୍କୁ ଏହି ଆଜ୍ଞା ଦିଅ। Faic an caibideil |