ଗଣନା ପୁସ୍ତକ 5:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ମାତ୍ର ଯଦି ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇଥାଅ ଓ ତୁମ୍ଭେ ଅଶୁଚି ହୋଇଥାଅ, ପୁଣି, ତୁମ୍ଭ ସ୍ୱାମୀ ବ୍ୟତୀତ ଅନ୍ୟ କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରିଥାଏ; Faic an caibideilପବିତ୍ର ବାଇବଲ (Re-edited) - (BSI)20 ମାତ୍ର ଯେବେ ତୁମ୍ଭେ ଆପଣା ସ୍ଵାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇଥାଅ ଓ ତୁମ୍ଭେ ଅଶୁଚି ହୋଇଥାଅ, ପୁଣି ତୁମ୍ଭ ସ୍ଵାମୀ ଛଡ଼ା ଅନ୍ୟ କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରିଥାଏ; Faic an caibideilଓଡିଆ ବାଇବେଲ20 ମାତ୍ର ଯଦି ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇଥାଅ ଓ ତୁମ୍ଭେ ଅଶୁଚି ହୋଇଥାଅ, ପୁଣି, ତୁମ୍ଭ ସ୍ୱାମୀ ବ୍ୟତୀତ ଅନ୍ୟ କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରିଥାଏ; Faic an caibideilପବିତ୍ର ବାଇବଲ20 ମାତ୍ର ଯେବେ ତୁମ୍ଭେ ସ୍ୱାମୀଙ୍କ ବିବାହ କରିବା ବେଳେ ବିପଥଗାମିନୀ ହୋଇଥାଅ ଓ ସ୍ୱାମୀକୁ ଛାଡ଼ି ଅନ୍ୟ ପୁରୁଷ ସହିତ ଶୟନ କରିଥାଅ, ତେବେ ତୁମ୍ଭେ କଳୁଷିତ ହୋଇଛ। Faic an caibideil |