ଗଣନା ପୁସ୍ତକ 5:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ, ପୁଣି, ବେଦି ଉପରକୁ ଆଣିବ; Faic an caibideilପବିତ୍ର ବାଇବଲ (Re-edited) - (BSI)25 ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ, ପୁଣି ବେଦି ଉପରକୁ ଆଣିବ; Faic an caibideilଓଡିଆ ବାଇବେଲ25 ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ, ପୁଣି, ବେଦି ଉପରକୁ ଆଣିବ; Faic an caibideilପବିତ୍ର ବାଇବଲ25 “ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉଠାଇବ, ଏବଂ ବେଦି ଉପରକୁ ଆଣିବ। Faic an caibideil |