ଗଣନା ପୁସ୍ତକ 5:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତେବେ ସେ ଆପଣା କୃତ ପାପ ସ୍ୱୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ସକାଶୁ କ୍ଷତିପୂରଣ ଦେବ ଓ ତହିଁର ପଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଅଛି, ତାହାକୁ ଦେବ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ତେବେ ସେ ଆପଣା କୃତ ପାପ ସ୍ଵୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ହେତୁରୁ କ୍ଷତିପୂରଣ ଦେବ ଓ ତହିଁର ପଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଅଛି, ତାହାକୁ ଦେବ। Faic an caibideilଓଡିଆ ବାଇବେଲ7 ତେବେ ସେ ଆପଣା କୃତ ପାପ ସ୍ୱୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ସକାଶୁ କ୍ଷତିପୂରଣ ଦେବ ଓ ତହିଁର ପଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଅଛି, ତାହାକୁ ଦେବ। Faic an caibideilପବିତ୍ର ବାଇବଲ7 ତେଣୁ ସେ ଲୋକ ଆପଣାକୃତ ପାପ ସ୍ୱୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ପାଇଁ କ୍ଷତିପୂରଣ ଦେବ ଓ ତହିଁରେ ପାଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଛି ତାକୁ ପରିଶୋଧ କରିବ। Faic an caibideil |