ଗଣନା ପୁସ୍ତକ 6:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ ପୃଥକ ରହିବା ଦିନ ସମ୍ପୂର୍ଣ୍ଣ ହେଲେ, ନାସରୀୟ ବ୍ରତର ଏହି ବ୍ୟବସ୍ଥା ବ୍ରତକାରୀ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଅଣାଯିବ। Faic an caibideilପବିତ୍ର ବାଇବଲ (Re-edited) - (BSI)13 ଆଉ ପୃଥକ ରହିବା ଦିନ ସମ୍ପୂର୍ଣ୍ଣ ହେଲେ, ନାସରୀୟ ବ୍ରତର ଏହି ବ୍ୟବସ୍ଥା; ବ୍ରତକାରୀ ସମାଗମ-ତମ୍ଵୁ ଦ୍ଵାର ନିକଟକୁ ଅଣାଯିବ। Faic an caibideilଓଡିଆ ବାଇବେଲ13 ଆଉ ପୃଥକ୍ ରହିବା ଦିନ ସମ୍ପୂର୍ଣ୍ଣ ହେଲେ, ନାସରୀୟ ବ୍ରତର ଏହି ବ୍ୟବସ୍ଥା ବ୍ରତକାରୀ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଅଣାଯିବ। Faic an caibideilପବିତ୍ର ବାଇବଲ13 “ସେହି ମନୁଷ୍ୟ ଆଉ ପୃଥକ୍ ରହିବା ଦିନ ସମ୍ପୂର୍ଣ୍ଣ ହେଲେ ନାସରୀୟ ପ୍ରତିଜ୍ଞା ବ୍ୟବସ୍ଥା ଅନୁସାରେ ବ୍ରତକାରୀ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆସିବ। Faic an caibideil |