Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 6:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ସେ ହୋମାର୍ଥେ ଏକ ବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଓ ପାପାର୍ଥେ ଏକ ବର୍ଷୀୟ ନିଖୁନ୍ତ ଏକ ମେଷବତ୍ସା ଓ ମଙ୍ଗଳାର୍ଥେ ନିଖୁନ୍ତ ଏକ ମେଷ

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

14 ପୁଣି ସେ ହୋମାର୍ଥେ ଏକବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଓ ପାପାର୍ଥେ ଏକବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଓ ମଙ୍ଗଳାର୍ଥେ ନିଖୁନ୍ତ ଏକ ମେଷ

Faic an caibideil Dèan lethbhreac

ଓଡିଆ ବାଇବେଲ

14 ପୁଣି, ସେ ହୋମାର୍ଥେ ଏକବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଓ ପାପାର୍ଥେ ଏକବର୍ଷୀୟ ନିଖୁନ୍ତ ଏକ ମେଷବତ୍ସା ଓ ମଙ୍ଗଳାର୍ଥେ ନିଖୁନ୍ତ ଏକ ମେଷ

Faic an caibideil Dèan lethbhreac

ପବିତ୍ର ବାଇବଲ

14 ପୁଣି ସେ ସଦାପ୍ରଭୁଙ୍କ ପାଇଁ ତାହାର ଭେଟି ଆଣିବ, ଗୋଟିଏ ଏକବର୍ଷୀୟ ହୃଷ୍ଟପୁଷ୍ଟ ପୁଂ ମେଷ ହୋମବଳି ପାଇଁ ଆଣିବ। ଗୋଟିଏ ହୃଷ୍ଟପୁଷ୍ଟ ମେଷ ପାପାର୍ଥକ ବଳି ନିମନ୍ତେ ଓ ଗୋଟିଏ ହୃଷ୍ଟପୁଷ୍ଟ ଅଣ୍ତିରା ମେଣ୍ଢା ମଙ୍ଗଳାର୍ଥକ ନୈବେଦ୍ୟ ରୂପେ ଉତ୍ସର୍ଗ କରିବ।

Faic an caibideil Dèan lethbhreac




ଗଣନା ପୁସ୍ତକ 6:14
12 Iomraidhean Croise  

ପୁଣି, ଯେଉଁ ଲେବୀୟମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିଲେ, ପରମେଶ୍ୱର ସେମାନଙ୍କର ସାହାଯ୍ୟ କରନ୍ତେ, ସେମାନେ ସାତ ବଳଦ ଓ ସାତ ମେଷ ବଳିଦାନ କଲେ।


ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି। [ସେଲା]


ପୁଣି, ଅଷ୍ଟମ ଦିନରେ ଦୁଇ ନିଖୁନ୍ତ ମେଷବତ୍ସ, ଏକବର୍ଷୀୟା ଏକ ନିଖୁନ୍ତ ମେଷବତ୍ସା ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍‍ ତୈଳ ନେବ।


ଆଉ, ଯଦି କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷାଦିପଲରୁ ମଙ୍ଗଳାର୍ଥକ ବଳିଦାନ କରେ, ତେବେ ସେ ନିଖୁନ୍ତ ଅଣ୍ଡିରା କି ମାଈ ପଶୁ ଉତ୍ସର୍ଗ କରିବ।


ଆଉ, ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା କରିଅଛନ୍ତି, ତହିଁରୁ କୌଣସି କର୍ମ କରିବାରେ ଯଦି ସାଧାରଣ ଲୋକଙ୍କ ମଧ୍ୟରୁ କୌଣସି ପ୍ରାଣୀ ଭୁଲବଶତଃ ପାପ କରି ଦୋଷୀ ହୁଏ


ମାତ୍ର ଯଦି ସେ ପାପାର୍ଥକ ବଳିଦାନ ନିମନ୍ତେ ମେଷବତ୍ସା ଆଣେ, ତେବେ ନିଖୁନ୍ତ ମେଷବତ୍ସା ଆଣିବ।


ଆଉ ଯଦି ଏକ ପ୍ରାଣୀ ଭ୍ରାନ୍ତିରେ ପାପ କରେ, ତେବେ ସେ ପାପାର୍ଥକ ବଳି ରୂପେ ଏକ ବର୍ଷୀୟ ଏକ ଛାଗବତ୍ସା ଆଣିବ।


ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ।


Lean sinn:

Sanasan


Sanasan